ରାଜ୍ୟରେ ଲଗାଣ ବର୍ଷାରେ ୨୦ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ
ଭୁବନେଶ୍ୱର: ବେହାଲ କରିଛି ବର୍ଷା । ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ୨୦ ଜିଲ୍ଲାର ୧୧୧ ବ୍ଲକ ପ୍ରଭାବିତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁସାରେ ୬ ହଜାର ୬୯୬ଟି ଗାଁ ଏବଂ ୨୭ଟି ପୌରାଞ୍ଚଳ ପ୍ରଭାବିତ ହୋଇଛି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରୁ ୪ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ୨୦ ଲକ୍ଷ ୪୬!-->…
