Odia News Portal
Browsing Tag

odisha

ବିଧାନସଭାରେ ସଂକଳ୍ପ ପାରିତ

ଭୁବନେଶ୍ୱର: ଜାତିଭିତ୍ତିକ ଜନଗଣନା ଓ ସଂରକ୍ଷଣ ସୀମା ୫୦ ପ୍ରତିଶତ ନେଇ ସଂକଳ୍ପ ପାରିତ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଆଗତ ସଂକଳ୍ପ ବିଧାନସଭାରେ ପାରିତ ହୋଇଛି । ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ସଂକଳ୍ପ ଆଗତ କରିଥିଲେ । ସଂକଳ୍ପକୁ ରାଜ୍ୟ ଓବିସି କମିଶନଙ୍କ ନିକଟକୁ ପଠାଇବେ ସରକାର

ପୁଣିଥରେ ମନ୍ତ୍ରୀ ଓ ବିଧାୟକଙ୍କ ହେବ କରୋନା ଟେଷ୍ଟ

ଭୁବନେଶ୍ୱର: ପୁଣି ମନ୍ତ୍ରୀ ଓ ବିଧାୟକଙ୍କ ହେବ କୋଭିଡ ଟେଷ୍ଟ । ଏନେଇ ବିଧାନସଭାର ସବୁ ସଦସ୍ୟଙ୍କୁ ବିଧାନସଭା ସଚିବ ଚିଠି କରିଛନ୍ତି । ଆସନ୍ତା ୧୦ ଓ ୧୧ ତାରିଖରେ ବିଧାନସଭା ପରିସରରେ ସମସ୍ତଙ୍କ ଆରଟିପିସିଆର ଟେଷ୍ଟ କରାଯିବ । ବିଧାୟକ, ସେମାନଙ୍କ ଡ୍ରାଇଭର, ପିଏସଓ, ଅଫିସର ଓ

ଧାରଣାରେ ବିଜେଡି ବିଧାୟକ

ଭୁବନେଶ୍ୱର: ମୌସୁମୀ ଅଧିବେଶନ ଶେଷ ଦିନରେ ଚାଲିପାରିଲାନି ଗୃହ । ବିରୋଧୀ ଓ ଶାସକ ଦଳହୋଇଛନ୍ତି ମୁହାଁମୁହିଁ । ଆଜି ଗୃହ କାର‌୍ୟ୍ୟ ଆରମ୍ଭରୁ ହୋହଲ୍ଲା କରିଥିଲେ ବିରୋଧୀ । ଗୃହ ଚଳାଇ ନଦେବାକୁ ନେଇ ପ୍ରତିବାଦ କରିଛି ବିଜେଡି । ବିଜେଡି ବିଧାୟକମାନେ ବିଧାନସଭା ପରିସରରେ ଥିବା ଗାନ୍ଧି

ପୁଣି ଓଡ଼ିଶାରେ ଆନ୍ଧ୍ରର ଦାଦାଗିରି

ଗଜପତି: ଦିନକୁ ଦିନ ବଢ଼ିବାରେ ଲାଗିଛି ଆନ୍ଧ୍ରର ଦାଦାଗିରି । ଓଡ଼ିଶା ସୀମାରେ ପଶିଲା ଆନ୍ଧ୍ର। ସୀମାରେ ଅନୁପ୍ରବେଶ କରି ଗଜପତି ଜିଲ୍ଲା ରାୟଗଡ ବ୍ଲକ ଗଙ୍ଗାବାଡ ପଂଚାୟତର ମାଣିକପାଟଣା ଠାରେ ଏକ ଅସ୍ଥାୟୀ ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ କରିଥିବାବେଳେ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ

ଯୁକ୍ତ ୩ ନାମଲେଖା ଲାଗି ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ

ଭୁବନେଶ୍ୱର: ଯୁକ୍ତ ୩ ତଥା ସ୍ନାତକ କଲେଜଗୁଡ଼ିକରେ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ତଥା ମେଧା ତାଲିକା। ପୂର୍ବାହ୍ନ ୧୧ଟାରେ ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଅପରାହ୍ ଣ ୨ଟାରୁ ୧୪ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଅନ୍ ଲାଇନ୍

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ କରୋନା ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୭୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୪୪୮ ଓ ସ୍ଥାନୀୟ ସଂକ୍ରମିତ ୩୨୩ ଜଣ ରହିଛନ୍ତି। ଚିହ୍ନଟ ମୋଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ୧୧୭ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରେ ୧୬,

ଆଜି ପୁଣି କରୋନା ନେଲା ୮ ଜୀବନ

ଭୁବନେଶ୍ୱର: କମୁଛି କରୋନା ସଂକ୍ରମଣହାର । ତେବେ ପୂର୍ବ ଅପେକ୍ଷା ମୃତ୍ୟୁ ହାର ମଧ୍ୟ କମିବାରେ ଲାଗିଛି । ତଥାପି ରାତ୍ୟରେ ପ୍ରତିଦିନ ମହାମାରୀ ନେଉଛି ଜୀବନ । ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଅନୁଗୁଳରୁ ୩, ଖୋର୍ଦ୍ଧାରୁ ୨,

ମନ୍ତ୍ରୀ ରଖିଲେ ଉତ୍ତର, ଜାଣନ୍ତୁ କେଉଁ ବିଶ୍ୱ ବିଦ୍ୟାଳୟରେ କେତେ ଶିକ୍ଷକ ପଦବୀ ଖାଲି ପଡିଛି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ଥିବା ପଦବୀ ନେଇ ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ସେ କହିଛନ୍ତି ଯେ, ‘ବିଭିନ୍ନ ବିଶ୍ୱବିଦ୍ୟାଳୟରେ ୧୦୦୭ଟି ପ୍ରଫେସର ପଦବୀ ଓ ୧୬୬୦ଟି ଅଣଶିକ୍ଷକ ପଦବୀ ଖାଲି ଅଛି । ରେଭେନ୍ସା ବିଶ୍ୱବିଦ୍ୟାଳୟରେ

୧୧ରେ ଆସୁଛି ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଛତିଶଗଡ଼଼ ମୁହାଁ ହୋଇଛି। ଏହାଦ୍ୱାରା ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବ। ଅନ୍ୟପଟେ ଆସନ୍ତା ୧୧ ତାରିଖରେ ଆଉ ଏକ ଲଘୁଚାପ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସମ୍ଭାବ୍ୟ ଲଘୁଚାପର ପ୍ରଭାବ ଚଳିତ ମୌସୁମୀ ଋତୁରେ

ବାଚସ୍ପତିଙ୍କ ଚ୍ୟାମ୍ବର ଘେରାଉ କଲେ ବିରୋଧୀ

ଭୁବନେଶ୍ୱର: ତାତିଲେ ବିରୋଧୀ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଚ୍ୟାମ୍ବରୀ କଲେ ଘରାଉ । ଖଣି ଦୁର୍ନୀତି ସଂକ୍ରାନ୍ତରେ ମୁଲତବୀ ପ୍ରସ୍ତାବ ଗ୍ରହଣ ନ କରିବା ପରେ ବିରୋଧୀ ଦଳର ସଦସ୍ୟମାନେ ଏଭଳି କରିଥିବା ଜଣାପଡିଛି ଜ୍ଝ ଯେ ପର୍ୟ୍ୟନ୍ତ ମୁଲତବୀ ପ୍ରସ୍ତାଵକୁ ସମ୍ମତି ପ୍ରଦାନ ନ