ଆଜି ରାଜ୍ୟରେ ୮ ଜୀବନ ନେଲା ମହାମାରୀ
ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ଆଉ ୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲାରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହିତ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର ଓ କୋରାପୁଟ ଜିଲାରେ ଜଣେ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।!-->…
