Odia News Portal
Browsing Tag

odisha

ବଦଳିଲା +୩ ନାମଲେଖା ପ୍ରକ୍ରିୟା ତାରିଖ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସରକାରୀ ଓ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜରେ ଯୁକ୍ତ ୩ରେ ନାମ ଲେଖା ଆବେଦନ ପାଇଁ ଶନିବାର ରାତି ୧୧ଟା ୪୫ ଶେଷ ସମୟ ରହିଛି । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ୧୦୨୨ ଡିଗ୍ରୀ କଲେଜ ପାଇଁ ଶୁକ୍ରବାର ସନ୍ଧ୍ୟା ସୁନ୍ଧା ୨ ଲକ୍ଷ ୪୫ ହଜାର ୯୬୮ ଜଣ

ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ତଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ଅତିକ୍ରମ କରୁଥିବା ସମୟରେ ଏବେ ଏହା ୧୦ ମଧ୍ୟରେ ସୀମିତ ରହୁଥିବା ଦେଖାଯାଉଛି। ୨୪ ଘଣ୍ଟାରେ କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଆଉ ୫ ଆକ୍ରାନ୍ତ । ମୃତକଙ୍କ ମଧ୍ୟରେ ଭଦ୍ରକ,କଟକ,କେନ୍ଦ୍ରାପଡା,

ବଦଳିଲା +୩ ପ୍ରଥମ ସିଲେକ୍ସନ୍ ଆଡମିଶନ୍ ତାରିଖ

ଭୁବନେଶ୍ୱର : ବଦଳିଲା ଯୁକ୍ତ ତିନି ଆଡମିଶନ୍ ତାରିଖ । +୩ ପ୍ରଥମ ସିଲେକ୍ସନ୍ ତାରିଖ ବଦଳାଇଲେ ରାଜ୍ୟ ସରକାର । ପୂର୍ବରୁ ସେପ୍ଟେମ୍ବର ୧୧ ରୁ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ପ୍ରଥମ ସିଲେକ୍ସନ୍ ଆଡମିଶନ୍ ହେବାକୁ ଥିବା ବେଳେ ଏବେ ଏହାକୁ ବଦଳାଯାଇ ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ ବୋଲି ଆଜି

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନକ ମଧ୍ୟରେ ୮୪୯ ଜଣ ନୂଆ କୋଭିଡ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୯୫ ଓ ସ୍ଥାନୀୟ ସଂକ୍ରମିତ ୩୫୪ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୧୨୦ ଜଣ ରହିଥିବା ଜଣାଯାଇଛି। ରାଜ୍ୟର ଅନୁଗୁଳ

ପାସ୍ ହେଲା ବସ୍ତି ବାସିନ୍ଦାଙ୍କ ଭୂମି ଅଧିକାର ସଂଶୋଧନ ବିଲ୍

ଭୁବନେଶ୍ୱର: ଭୁବନେଶ୍ୱର: ହଟଗୋଳ ଭିତରେ ବିଧାନସଭାରେ ପାରିତ ହୋଇଛି ଓଡିଶା ବସ୍ତି ବାସିନ୍ଦା ମାନଙ୍କର ଭୂମି ଅଧିକାର ସଂଶୋଧନ ବିଲ। ଏହା ଦ୍ୱାରା ଯେଉଁମାନେ ବସ୍ତିରେ ଦୀର୍ଘ ଦିନ ଧରି ବାସ କରୁଥିବେ ସେମାନଙ୍କୁ ୩୦ ବର୍ଗ ମିଟର ଜାଗା ଯୋଗାଇ ଦିଆଯିବ । ଯାହା ଫଳରେ ପ୍ରଧାନମନ୍ତ୍ରୀ ଆବାସ

ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ୱର: ଆଇଏଏସ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ରାଜ୍ୟପାଳଙ୍କ ସଚିବ ତଥା କମିଶନର ଥିବା ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ରିଲିଭ କରାଯାଇଛି । କେନ୍ଦ୍ରରେ ଜାତୀୟ ଜାତୀୟ ଖାଦ୍ୟ ସୁରକ୍ଷା ମିଶନ ବା ଘୠଝଗର ଏମଡି ଭାବେ

ଆଜି ରାଜ୍ୟରେ ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୁଧବାର ଦିନ ଯଥେଷ୍ଟ ହ୍ରାସପାଇଛି। ପୂର୍ବରୁ ଦୈନିକ ୬୦ ଉପରେ ରହୁଥିବା ମୃତ୍ୟୁସଂଖ୍ୟା ବୁଧବାର ଦିନ ୬କୁ ହ୍ରାସପାଇଛି। ଏହି ସମୟ ମଧ୍ୟରେ ଖୋର୍ଦ୍ଧା ଜିଲାରେ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଯାଜପୁର ଓ କଟକ

୧୧.୩୦ ପର୍ଯ୍ୟନ୍ତ ଗୃହ ମୁଲତବି

ଭୁବନେଶ୍ୱର : ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ । ଆରମ୍ଭରୁ ହଟ୍ଟଗୋଳ । ମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ବିଜେପି ସଦସ୍ୟଙ୍କ କାର୍ଯ୍ୟାନୁଷ୍ଠାନ ଦାବି । ମାହାଙ୍ଗା ଡବଲ ମର୍ଡର ମାମଲାରେ କାର୍ଯ୍ୟାନୁଷ୍ଠାନ ଦାବିରେ ହୋହଲ୍ଲା । ଚାଷୀ ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କଲେ କଂଗ୍ରେସ ସଦସ୍ୟ । ଦିନ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୭୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂଗରୋଧରୁ ୪୩୮ ଓ ସ୍ଥାନୀୟ ସଂକ୍ରମିତ ୩୧୬ ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୮ ଜଣ ରହିଛନ୍ତି। ଅନୁଗୁଳ ଜିଲାରୁ ୧୬, ବାଲେଶ୍ୱର ୪୩, ବରଗଡ ୧, ଭଦ୍ରକ ୭, ବଲାଙ୍ଗିର ୪,

ରାଜ୍ୟରେ ମରୁଡ଼ି ପ୍ୟାକେଜ୍ ଘୋଷଣା କରାଯାଉ: ମୋହନ ମାଝୀ

ଭୁବନେଶ୍ୱର: ମରୁଡ଼ିସ୍ଥିତି ନେଇ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ । ମୁଲତବି ପ୍ରସ୍ତାଵ ଆଲୋଚନା ପୂର୍ବରୁ କୃଷିମନ୍ତ୍ରୀ ଅରୁଣ ସାହୁ ନିଜର ଉତ୍ତର ରଖି କହିଥିଲେ ଯେ, ମରୁଡି ମନୁଷ୍ୟକୃତ ନୁହେଁ, ଏହା ଜଳବାୟୁ ପରିବର୍ତ୍ତନଜନିତ। ଏବେ ମୁଲତବି ପ୍ରସ୍ତାଵ