Odia News Portal
Browsing Tag

odisha

ହସ୍ପିଟାଲରୁ ବିଧାନସଭା ଅଧିବେଶନରେ ଯୋଡ଼ିହେଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ମୌସୁମୀ ଅଧିବେଶନ । ଭର୍ଚ୍ଚୁଆଲ ମାଧ୍ୟମରେ ଯୋଗ ଦେଇଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ସେ କହିଛନ୍ତି କି, ''ମୁଁ ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇନାହିଁ। କିନ୍ତୁ ଲୋକମାନେ ମୋତେ ଦେଇଥିବା ଦାୟିତ୍ୱ ସବୁବେଳେ ମୋର ପ୍ରାଥମିକତାରେ

ଆଜି ୫୩ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଆଉ ୫୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ହସ୍ତଗତ ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି କଟକ ଜିଲାରେ ୫ ଓ ଜଗତସିଂହପୁର ଜିଲାରେ ୬ ଜଣ କରୋନା ଆକ୍ରାନ୍ତ

ବର୍ଷାଙ୍କ ମାମଲା ଖାରଜ କଲେ କୋର୍ଟ

କଟକ: ଦିନକୁ ଦିନ ନୂଆ ମେଡ ନେବାରେ ଲାଗିଛି ବର୍ଷା-ଅନୁଭବଙ୍କ ବିବାଦ । ଛାଡ଼ପତ୍ରକୁ ନେଇ ଉଭୟଙ୍କ ମଧ୍ୟରେ ଲାଗିଥିବା ବିବାଦ ଦିନକୁ ଦିନ ନୂଆ ରୂପ ନେଉଛି । କଟକ ଫ୍ୟାମିଲ କୋର୍ଟରେ ବର୍ଷାଙ୍କ ପକ୍ଷରୁ ଦାୟର କରାଯାଇଥିବା ମାମଲାକୁ ଖାରଜ କରିଛନ୍ତି କୋର୍ଟ । ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ

ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର : ଆଜିଠାରୁ ବିଧାନସଭା । ଆରମ୍ଭରୁ ତାତିବ, ସରକାରଙ୍କୁ ଘେରିବେ ବିରୋଧୀ । ମୁକାବିଲା ପାଇଁ ବିଜେଡିର ରଣନୀତି । କେନ୍ଦ୍ର ଅବହେଳା କଥା କହିଲେ ନବୀନ । ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନ ଆଜିଠୁ ଆରମ୍ଭ । ଆସନ୍ତା ୯ ତାରିଖ ପର୍ୟ୍ୟନ୍ତ ଚାଲିବ। ଚଳିତ ଅଧିବେଶନ ମୋଟ୍ ୮ଟି

ପୁରୀରେ ବଲିଉଡ୍ ଅଭିନେତା ଗୋବିନ୍ଦା, ମହାପ୍ରଭୁଙ୍କ କଲେ ଦର୍ଶନ

ପୁରୀରେ ବଲିଉଡ୍ ଅଭିନେତା ଗୋବିନ୍ଦା । ଗୋବିନ୍ଦା ମଙ୍ଗଳବାର ଶ୍ରୀମନ୍ଦିର ଆସି ରତ୍ନ ସିଂହାସନ ସ୍ଥିତ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କର ସେ ହେଉଛନ୍ତି ବଡ ଭକ୍ତ । ପ୍ରଭୁଙ୍କ ଡାକରାରେ ସେ ପୁରୀ ଆସିବାର ସୌଭାଗ୍ୟ ପାଇଥିବା ସେ

ପାର୍ବଣ ଋତୁରେ ବଳବତ୍ତର ରହିବ କୋଭିଡ କଟକଣା,ଉଠିଲା ସପ୍ତାହନ୍ତ ସଟ୍‌ଡାଉନ

ସେପ୍ଟେମ୍ବର୧ ତାରିଖଠାରୁ ଅକ୍ଟୋବର ମାସ ଶେଷ ପର୍ଯ୍ୟନ୍ତ କୋଭିଡ ଗାଇଡଲାଇନ ବଳବତ୍ତର ରଖିଲେ ରାଜ୍ୟ ସରକାର । ରାଜ୍ୟର କୌଣସି ସ୍ଥାନରେ ରହିବନି ସପ୍ତାହନ୍ତ ସଟ୍‌ଡାଉନ । ଏହି ସମୟରେ ସମସ୍ତ ପୌରଞ୍ଚାଳ ମାନଙ୍କରେ ରାତି ୧୦ ରୁ ସକାଳ ୫ ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟ ଜାରି

ରାଜନୈତିକ ସ୍ତରରେ ସମାଧାନ ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

କୋଟିଆ ମାମଲାକୁ ନେଇ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି । ମାମଲାକୁ ରାଜନୈତିକ ଉପାୟରେ ସମାଧାନ କରିବାକୁ କୋର୍ଟ କହିଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି ଯେ, ମାମଲାର ରାଜନୈତିକ ସମାଧାନ ହେବାର ଆବଶ୍ୟକତା ରହିଛି । ଏନେଇ କୋର୍ଟ ମୌଖିକ

କାଲିଠୁ ବିଧାନସଭା ମୌସୁମୀ ଅଧିବେଶନ

ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ସୁରକ୍ଷା ବଳୟରେ ରହିବ ବିଦାନସଭା ଗୃହ । ଏନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଡିଜିପି ଅଭୟ ମଙ୍ଗଳବାର ବିଧାନସଭା ବାହାର ଓ ଭିତରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କିରିଛନ୍ତି । ତେବେ ଚଳିତ ଥର ଅଧିବେଶନରେ

ଏକା ସାଙ୍ଗେ ଶପଥ ନେଲେ ୯ ନୂଆ ବିଚାରପତି

ଭାରତ ଇତିହାସରେ ଯୋଡି ହେଲା ଆଉ ଏକ ଅଧ୍ୟାୟ । ଏକାସାଙ୍ଗେ ସପଥ ନେଲେ ୯ ବିଚାରପତି । ଶପଥପାଠ ପ୍ରଧାନ ବିଚାରପତି ଏନ.ଭି ରମନ୍ନା କରାଇଛନ୍ତି । ସର୍ବୋଚ୍ଚ ନ୍ୟାୟାଳୟର ଅତିରିକ୍ତ ଭବନର ସଭାଗାରରେ ଏହି ଶପଥ ଗ୍ରହଣ ସମାରୋହ ହୋଇଥିଲା । ଏହା ପ୍ରଥମ ଘଟଣା ଯେ, ଏତେ ସଂଖ୍ୟକ ଜଜଙ୍କୁ ନେଇ ବଡ ଶପଥ

ତାରାଙ୍କ ମନ୍ତବ୍ୟକୁ ନେଇ ଛିଡୁନି କଳି

ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବ କଂଗ୍ରେସ । ରାଜ୍ୟ କଂଗ୍ରେସରେ ଗତ କିଛି ଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ରାଜ୍ୟ ମୁଖୀଆ ନିରଞ୍ଜନ ପଟ୍ଟନାୟକ ଏହି ମନ୍ତବ୍ୟ ଦେଇଛନ୍ତି । ରାଜ୍ୟ ମୁଖୀଆ ନିରଞ୍ଜନ ପଟ୍ଟନାୟକ ଏହି ମନ୍ତବ୍ୟ ଦେଇଛନ୍ତି । ଏହା ସହିତ ସେ କହିଛନ୍ତି ଯେ ଦଳରେ ଥିବା ସମସ୍ତ