Odia News Portal
Browsing Tag

odisha

ଓଡିଶା ଆଦର୍ଶ ବିଦ୍ୟାଳୟ ଉତ୍କର୍ଷ କେନ୍ଦ୍ରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ ମାଧ୍ୟମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଉତ୍କର୍ଷ କେନ୍ଦ୍ରର ଆଜି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଆଦର୍ଶ ବିଦ୍ୟାଳୟ ଭୁବନେଶ୍ୱର ଉପକଣ୍ଠରେ ଥିବା ଅନ୍ଧାରୁଆରେ 25 ଏକର ଜମିରେ ନିର୍ମାଣ ହେବାକୁ ଯାଉଛି । ଯେଉଁଥିରେ ୧୩

ରାଜ୍ୟରେ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୭ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୪୭ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ବାଲେଶ୍ୱରରୁ ୨ ଲେଖାଏଁ, ଭଦ୍ରକ,କଟକ ଓ ଖୋର୍ଦ୍ଧାରୁ ୧ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।

ଜାଣନ୍ତୁ ଆଜି ରାଜ୍ୟର କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ…

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୮୦୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୩୧ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧରୁ ୪୬୭,ସ୍ଥାନୀୟ ୩୩୮ । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୧,୫୫୮କୁ ବୃଦ୍ଧି ପାଇଛି। ୯,୯୬,୩୦୦ ସୁସ୍ଥ ହୋଇ ଘରକୁ

ରାଜ୍ୟ ସରକାରଙ୍କ ତୃତୀୟ ଲହର ପ୍ରସ୍ତୁତିକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି

ଭୁବନେଶ୍ୱର: ରାଜ୍ୟରେ ଏବେବି କରୋନା ସଂକ୍ରମଣ ହାର ଚିନ୍ତାଜନକ ରହିଛି । ଏପଟେ ପୁଣି ତୃତୀୟ ଲହର ଭୟ ବି ବଢିଛି ମାତ୍ର ଏଭଳି ସ୍ଥିତିରେ ରାଜ୍ୟ ସରକାର କରୋନା ମହାମାରୀର ତୃତୀୟ ଲହରକୁ ମୁକାବିଲା କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି ବାରମ୍ବାର ରାଜ୍ୟବାସୀଙ୍କୁ ଆଶ୍ୱାସନା ଦେଇ

ବଦଳିଲା +୩ ନାମଲେଖା ପ୍ରକ୍ରିୟା ତାରିଖ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସରକାରୀ ଓ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜରେ ଯୁକ୍ତ ୩ରେ ନାମ ଲେଖା ଆବେଦନ ପାଇଁ ଶନିବାର ରାତି ୧୧ଟା ୪୫ ଶେଷ ସମୟ ରହିଛି । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ୧୦୨୨ ଡିଗ୍ରୀ କଲେଜ ପାଇଁ ଶୁକ୍ରବାର ସନ୍ଧ୍ୟା ସୁନ୍ଧା ୨ ଲକ୍ଷ ୪୫ ହଜାର ୯୬୮ ଜଣ

ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ତଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ଅତିକ୍ରମ କରୁଥିବା ସମୟରେ ଏବେ ଏହା ୧୦ ମଧ୍ୟରେ ସୀମିତ ରହୁଥିବା ଦେଖାଯାଉଛି। ୨୪ ଘଣ୍ଟାରେ କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଆଉ ୫ ଆକ୍ରାନ୍ତ । ମୃତକଙ୍କ ମଧ୍ୟରେ ଭଦ୍ରକ,କଟକ,କେନ୍ଦ୍ରାପଡା,

ବଦଳିଲା +୩ ପ୍ରଥମ ସିଲେକ୍ସନ୍ ଆଡମିଶନ୍ ତାରିଖ

ଭୁବନେଶ୍ୱର : ବଦଳିଲା ଯୁକ୍ତ ତିନି ଆଡମିଶନ୍ ତାରିଖ । +୩ ପ୍ରଥମ ସିଲେକ୍ସନ୍ ତାରିଖ ବଦଳାଇଲେ ରାଜ୍ୟ ସରକାର । ପୂର୍ବରୁ ସେପ୍ଟେମ୍ବର ୧୧ ରୁ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ପ୍ରଥମ ସିଲେକ୍ସନ୍ ଆଡମିଶନ୍ ହେବାକୁ ଥିବା ବେଳେ ଏବେ ଏହାକୁ ବଦଳାଯାଇ ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ ବୋଲି ଆଜି

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନକ ମଧ୍ୟରେ ୮୪୯ ଜଣ ନୂଆ କୋଭିଡ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୯୫ ଓ ସ୍ଥାନୀୟ ସଂକ୍ରମିତ ୩୫୪ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୧୨୦ ଜଣ ରହିଥିବା ଜଣାଯାଇଛି। ରାଜ୍ୟର ଅନୁଗୁଳ

ପାସ୍ ହେଲା ବସ୍ତି ବାସିନ୍ଦାଙ୍କ ଭୂମି ଅଧିକାର ସଂଶୋଧନ ବିଲ୍

ଭୁବନେଶ୍ୱର: ଭୁବନେଶ୍ୱର: ହଟଗୋଳ ଭିତରେ ବିଧାନସଭାରେ ପାରିତ ହୋଇଛି ଓଡିଶା ବସ୍ତି ବାସିନ୍ଦା ମାନଙ୍କର ଭୂମି ଅଧିକାର ସଂଶୋଧନ ବିଲ। ଏହା ଦ୍ୱାରା ଯେଉଁମାନେ ବସ୍ତିରେ ଦୀର୍ଘ ଦିନ ଧରି ବାସ କରୁଥିବେ ସେମାନଙ୍କୁ ୩୦ ବର୍ଗ ମିଟର ଜାଗା ଯୋଗାଇ ଦିଆଯିବ । ଯାହା ଫଳରେ ପ୍ରଧାନମନ୍ତ୍ରୀ ଆବାସ

ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ୱର: ଆଇଏଏସ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ରାଜ୍ୟପାଳଙ୍କ ସଚିବ ତଥା କମିଶନର ଥିବା ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ରିଲିଭ କରାଯାଇଛି । କେନ୍ଦ୍ରରେ ଜାତୀୟ ଜାତୀୟ ଖାଦ୍ୟ ସୁରକ୍ଷା ମିଶନ ବା ଘୠଝଗର ଏମଡି ଭାବେ