Odia News Portal
Browsing Tag

odisha

ଆଜି ରାଜ୍ୟରେ ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୁଧବାର ଦିନ ଯଥେଷ୍ଟ ହ୍ରାସପାଇଛି। ପୂର୍ବରୁ ଦୈନିକ ୬୦ ଉପରେ ରହୁଥିବା ମୃତ୍ୟୁସଂଖ୍ୟା ବୁଧବାର ଦିନ ୬କୁ ହ୍ରାସପାଇଛି। ଏହି ସମୟ ମଧ୍ୟରେ ଖୋର୍ଦ୍ଧା ଜିଲାରେ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଯାଜପୁର ଓ କଟକ

୧୧.୩୦ ପର୍ଯ୍ୟନ୍ତ ଗୃହ ମୁଲତବି

ଭୁବନେଶ୍ୱର : ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ । ଆରମ୍ଭରୁ ହଟ୍ଟଗୋଳ । ମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ବିଜେପି ସଦସ୍ୟଙ୍କ କାର୍ଯ୍ୟାନୁଷ୍ଠାନ ଦାବି । ମାହାଙ୍ଗା ଡବଲ ମର୍ଡର ମାମଲାରେ କାର୍ଯ୍ୟାନୁଷ୍ଠାନ ଦାବିରେ ହୋହଲ୍ଲା । ଚାଷୀ ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କଲେ କଂଗ୍ରେସ ସଦସ୍ୟ । ଦିନ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୭୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂଗରୋଧରୁ ୪୩୮ ଓ ସ୍ଥାନୀୟ ସଂକ୍ରମିତ ୩୧୬ ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୮ ଜଣ ରହିଛନ୍ତି। ଅନୁଗୁଳ ଜିଲାରୁ ୧୬, ବାଲେଶ୍ୱର ୪୩, ବରଗଡ ୧, ଭଦ୍ରକ ୭, ବଲାଙ୍ଗିର ୪,

ରାଜ୍ୟରେ ମରୁଡ଼ି ପ୍ୟାକେଜ୍ ଘୋଷଣା କରାଯାଉ: ମୋହନ ମାଝୀ

ଭୁବନେଶ୍ୱର: ମରୁଡ଼ିସ୍ଥିତି ନେଇ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ । ମୁଲତବି ପ୍ରସ୍ତାଵ ଆଲୋଚନା ପୂର୍ବରୁ କୃଷିମନ୍ତ୍ରୀ ଅରୁଣ ସାହୁ ନିଜର ଉତ୍ତର ରଖି କହିଥିଲେ ଯେ, ମରୁଡି ମନୁଷ୍ୟକୃତ ନୁହେଁ, ଏହା ଜଳବାୟୁ ପରିବର୍ତ୍ତନଜନିତ। ଏବେ ମୁଲତବି ପ୍ରସ୍ତାଵ

ହସ୍ପିଟାଲରୁ ବିଧାନସଭା ଅଧିବେଶନରେ ଯୋଡ଼ିହେଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ମୌସୁମୀ ଅଧିବେଶନ । ଭର୍ଚ୍ଚୁଆଲ ମାଧ୍ୟମରେ ଯୋଗ ଦେଇଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ସେ କହିଛନ୍ତି କି, ''ମୁଁ ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇନାହିଁ। କିନ୍ତୁ ଲୋକମାନେ ମୋତେ ଦେଇଥିବା ଦାୟିତ୍ୱ ସବୁବେଳେ ମୋର ପ୍ରାଥମିକତାରେ

ଆଜି ୫୩ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଆଉ ୫୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ହସ୍ତଗତ ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି କଟକ ଜିଲାରେ ୫ ଓ ଜଗତସିଂହପୁର ଜିଲାରେ ୬ ଜଣ କରୋନା ଆକ୍ରାନ୍ତ

ବର୍ଷାଙ୍କ ମାମଲା ଖାରଜ କଲେ କୋର୍ଟ

କଟକ: ଦିନକୁ ଦିନ ନୂଆ ମେଡ ନେବାରେ ଲାଗିଛି ବର୍ଷା-ଅନୁଭବଙ୍କ ବିବାଦ । ଛାଡ଼ପତ୍ରକୁ ନେଇ ଉଭୟଙ୍କ ମଧ୍ୟରେ ଲାଗିଥିବା ବିବାଦ ଦିନକୁ ଦିନ ନୂଆ ରୂପ ନେଉଛି । କଟକ ଫ୍ୟାମିଲ କୋର୍ଟରେ ବର୍ଷାଙ୍କ ପକ୍ଷରୁ ଦାୟର କରାଯାଇଥିବା ମାମଲାକୁ ଖାରଜ କରିଛନ୍ତି କୋର୍ଟ । ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ

ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର : ଆଜିଠାରୁ ବିଧାନସଭା । ଆରମ୍ଭରୁ ତାତିବ, ସରକାରଙ୍କୁ ଘେରିବେ ବିରୋଧୀ । ମୁକାବିଲା ପାଇଁ ବିଜେଡିର ରଣନୀତି । କେନ୍ଦ୍ର ଅବହେଳା କଥା କହିଲେ ନବୀନ । ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନ ଆଜିଠୁ ଆରମ୍ଭ । ଆସନ୍ତା ୯ ତାରିଖ ପର୍ୟ୍ୟନ୍ତ ଚାଲିବ। ଚଳିତ ଅଧିବେଶନ ମୋଟ୍ ୮ଟି

ପୁରୀରେ ବଲିଉଡ୍ ଅଭିନେତା ଗୋବିନ୍ଦା, ମହାପ୍ରଭୁଙ୍କ କଲେ ଦର୍ଶନ

ପୁରୀରେ ବଲିଉଡ୍ ଅଭିନେତା ଗୋବିନ୍ଦା । ଗୋବିନ୍ଦା ମଙ୍ଗଳବାର ଶ୍ରୀମନ୍ଦିର ଆସି ରତ୍ନ ସିଂହାସନ ସ୍ଥିତ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କର ସେ ହେଉଛନ୍ତି ବଡ ଭକ୍ତ । ପ୍ରଭୁଙ୍କ ଡାକରାରେ ସେ ପୁରୀ ଆସିବାର ସୌଭାଗ୍ୟ ପାଇଥିବା ସେ

ପାର୍ବଣ ଋତୁରେ ବଳବତ୍ତର ରହିବ କୋଭିଡ କଟକଣା,ଉଠିଲା ସପ୍ତାହନ୍ତ ସଟ୍‌ଡାଉନ

ସେପ୍ଟେମ୍ବର୧ ତାରିଖଠାରୁ ଅକ୍ଟୋବର ମାସ ଶେଷ ପର୍ଯ୍ୟନ୍ତ କୋଭିଡ ଗାଇଡଲାଇନ ବଳବତ୍ତର ରଖିଲେ ରାଜ୍ୟ ସରକାର । ରାଜ୍ୟର କୌଣସି ସ୍ଥାନରେ ରହିବନି ସପ୍ତାହନ୍ତ ସଟ୍‌ଡାଉନ । ଏହି ସମୟରେ ସମସ୍ତ ପୌରଞ୍ଚାଳ ମାନଙ୍କରେ ରାତି ୧୦ ରୁ ସକାଳ ୫ ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟ ଜାରି