Odia News Portal
Browsing Tag

odisha

ପଢ଼ନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନକ ମଧ୍ୟରେ ୬୦୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୫୪ ଏବଂ ସ୍ଥାନୀୟ ସଂକ୍ରମିତ ୨୫୫ ଜଣ ରହିଛନ୍ତି। ମୋଟ ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୭ ଜଣ ରହିଥିବା ଜଣାଯାଇଛି। ଅନୁଗୁଳ ଜିଲାରେ ୧୮, ବାଲେଶ୍ୱର

୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୭ଦିନରେ ପ୍ରବଳ ବର୍ଷା ସମ୍ଭାବନା । ପଶ୍ଚିମକେନ୍ଦ୍ର ବଙ୍ଗୋପସାଗର ନିକଟ ଉତ୍ତରପଶ୍ଚିମରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଉ ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି । ଏହି ପରିପ୍ରେକ୍ଷୀରେ କାଲି ସକାଳ ୮ଟା ୩୦

୭ ଦିନରେ ଦେଢ଼ କୋଟି ଟଙ୍କାର ଜରିମାନା ଆଦାୟ

ଭୁବନେଶ୍ୱର: ପୁଲିସ ପକ୍ଷରୁ ଗତ ୭ଦିନ ମଧ୍ୟରେ ପ୍ରାୟ ଦେଢ କୋଟି ଟଙ୍କା ଜରିମାନା ଆକାରରେ କୋଭିଡ ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ଆଦାୟ କରାଯାଇଛି। ତେବେ ଗତ ଦ୍ୱିତୀୟ ଲହରର ଏପ୍ରିଲ ଓ ମେ ମାସରେ ପୁଲିସ କୋଭିଡ ନିୟମ ଉଲ୍ଲଘଂନ କ୍ଷେତ୍ରରେ ପ୍ରାୟ ୧୫କୋଟି ଟଙ୍କା ଜରିମାନା ଆଦାୟ କରିପାରିଥିଲା।

ଆଜିଠୁ ୧୨ ଜିଲ୍ଲାରେ ସେରୋ ସର୍ଭେ

ଭୁବନେଶ୍ୱର: ଆଜି ଠାରୁ ରାଜ୍ୟର ୧୨ ଜିଲ୍ଲାରେ ଆରମ୍ଭ ହେବ ସେରୋ ସର୍ଭେ । ଏନେଇ ସୂଚନା ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରଦିପ୍ତ ମହାପାତ୍ର । ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ନବରଙ୍ଗପୁର, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର ଓ କନ୍ଧମାଳ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୯ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭୮୩୪

ଶତାଧିକ ପରୀକ୍ଷାର୍ଥୀ RI ପରୀକ୍ଷାରୁ ବଞ୍ଚିତ

ଭୁବନେଶ୍ୱର: ଆଜି ହେଉଥିବା ଆରଆଇ ପରୀକ୍ଷାରେ ସାମ୍ନାକୁ ଆସିଛି ଏକ ବଡ଼ ବିଗ୍ରାଟ । ଶତାଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି ।ଆଡମିଟ୍ କାର୍ଡରେ ସରକାରୀ ମହିଳା ବିଦ୍ୟାଳୟ ଲେଖାହୋଇଥିବା ବେଳେ ଏଠାରେ ହୋଇନି ସେଣ୍ଟର । କଲେଜ ସେଣ୍ଟର ହୋଇନଥିବା କହିଛନ୍ତି ଅଧ୍ୟକ୍ଷ ।

ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନାଁରେ ଫେକ୍ ଆଇଡି

ଭୁବନେଶ୍ୱର: ସୋସିଆଲ ମିଡିଆ ସାଇଟ୍ ଫେସବୁକରେ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନାମରେ କେହି ଫେକ୍ ଆଇଡି ଖୋଲିଛି । ଏହି ଆଇଡିକୁ ଚଳାଉଥିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ । ଫେସବୁକ ଓ ଟ୍ୱିଟର ପେଜରେ ସେ ଏହା ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆରେ ମନ୍ତ୍ରୀ ନିଜେ ତାଙ୍କ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନାଜନିତ ମୃତ୍ୟୁ । ପ୍ରତିଦିନ ୬୦ ଉପରେ ରହୁଛି ମୃତ୍ୟୁ ସଂଖ୍ୟା । ତେବେ ରାଜ୍ୟରେ ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୫, କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ୭ ଲେଖାଏଁ,

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ସୁଦ୍ଧା ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୪

କଣ୍ଟାବାଞ୍ଝି ବିଧାୟକଙ୍କ ନିର୍ବାଚନ ମଣ୍ଡଳୀସ୍ତରୀୟ ବୈଠକ ଅନୁଷ୍ଠିତ

ବଲାଙ୍ଗୀର: କଣ୍ଟାବାଞ୍ଝି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଦ୍ୱାରା ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଭିନ୍ନ ଉନ୍ନୟନ ମୂଳକ କାର୍ୟ୍ୟର ସମୀକ୍ଷା ବୈଠକ ଗୁରୁବାର ଦିନ ସ୍ଥାନୀୟ ଏନ୍ଏସି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ନିର୍ବାବନ ମଣ୍ଡଳୀର କଣ୍ଟାବାଞ୍ଝି ଏନ୍ଏସି, ତୁରେକେଲା, ବଙ୍ଗୋମୁଣ୍ଡା ଓ