ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସନ୍ଧ୍ୟା ସାଢ଼େ ୫ଟାରେ କ୍ୟାବିନେଟ୍ ବୈଠକ ବସିବ ବୋଲି ସୂଚନା ମିଳିଛି । ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ଓ ଇ-ଯାନ ପ୍ରସ୍ତାବ ଭଳି ୯ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଅନୁମାନ କରାଯାଉଛି । ସେପଟେ ପଞ୍ଚାୟତ!-->…
