Odia News Portal
Browsing Tag

odisha

ସୌମ୍ୟ ମୃତ୍ୟୁ ମାମଲାରେ ଆଉ ଏକ ଲିଙ୍କ

ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ସାମ୍ନାକୁ ଆସୁଛି ନୂଆ ଲିଙ୍କ! ଏଥିରେ ଯୋଡ଼ି ହୋଇ ଯାଇଛି ଜଙ୍ଗଲ ମନ୍ତ୍ରୀଙ୍କ ପୂର୍ବତନ ପିଏ ଦୀପ୍ତିରଞ୍ଜନ ବେହେରାଙ୍କ ନାଁ! ସେ ରାଜଧାନୀରେ ରହି କୁଆଡ଼େ ଲେଖିଥିଲେ ପୂରା ସ୍କ୍ରିପ୍ଟ। ତାଙ୍କ

ଆଫଗାନିସ୍ତାନରୁ ୬୨୬ ଜଣଙ୍କୁ ଉଦ୍ଧାର କଲାଣି ଭାରତ

ଆଫଗାନିସ୍ତାନରେ ତାଲିବାନ୍ ରାଜ ଆରମ୍ଭ ହୋଇଛି । ଆତଙ୍କୀଙ୍କ ଭୟରେ ଦେଶ ଛାଡିବାକୁ କାବୁଲ ଏୟାରପୋର୍ଟରେ ଆଫଗାନ୍ ବାସୀ । ଅନ୍ୟପଟେ ବହୁ ରାଷ୍ଟ୍ର ମଧ୍ୟ ଆଫଗାନିସ୍ତାନରେ ଫସି ରହିଥିବା ସେମାନଙ୍କ ଦେଶବାସୀଙ୍କୁ ନିଜ ଦେଶକୁ ଏୟାରଲିଫ୍ଟ କରାଉଛନ୍ତି । ଭାରତ ମଧ୍ୟ ଆଫଗାନିସ୍ତାନରେ ଥିବା

ଧର୍ମାନୁଷ୍ଠାନ ଖୋଲିବା ନେଇ ଗାଇଡ୍ ଲାଇନ୍ ଜାରି କଲା ବିଏମସି

ଆସନ୍ତା ସେପ୍ଟେମ୍ବର ମାସରୁ ବିଏମସି ଅଞ୍ଚଳରେ ଖୋଲିବାକୁ ଯାଉଛି ଧର୍ମାନୁଷ୍ଠାନ । ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରେ ଧର୍ମାନୁଷ୍ଠାନ ଖୋଲିବା ପାଇଁ ଅନୁମତି ମିଳିଥିବା ବେଳେ ବିଏମସି ଅଞ୍ଚଳରେ ଧର୍ମାନୁଷ୍ଠାନ ଖୋଲିବା ନେଇ ବିଏମସି ଟିକେ ଡେରିରେ ନିଷ୍ପତି ନେଇଥିଲା । ତେବେ

ପ୍ରକାଶ ପାଇଲା ଅଫଲାଇନ ମାଟ୍ରିକ ପରୀକ୍ଷା ଫଳ

ପ୍ରକାଶ ପାଇଲା ଅଫଲାଇନ ମାଟ୍ରିକ ପରୀକ୍ଷା ଫଳ । ଅଫଲାଇନ ପରୀକ୍ଷାରେ ୫୨୩୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଯେଉଁଥିରେ ୩୧୦୦ ଛାତ୍ର ଓ ୨୧୩୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଅଫଲାଇନ ପରୀକ୍ଷାରେ ୮୦.୮୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଅଫଲାଇନ ପରୀକ୍ଷାରେ ୧୪୧

କଟକ ଶିଶୁଭବନକୁ ସେଣ୍ଟର ଅଫ ଏକ୍ସଲେନ୍ସ ଘୋଷଣା କଲେ ରାଜ୍ୟ ସରକାର

କରୋନାରେ ଶିଶୁ ସଂକ୍ରମଣର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ନିଷ୍ପତି ଗ୍ରହଣ କରୁଛନ୍ତି । ତେଣୁ ସେମାନଙ୍କର ସ୍ୱାସ୍ଥ୍ୟ ପ୍ରତି ଅଧିକ ଗୁରୁତ୍ୱ ଦିଆଯାଇ କଟକ ଶିଶୁଭବନକୁ ସେଣ୍ଟର ଅଫ ଏକ୍ସଲେନ୍ସ ଘୋଷଣା କରାଯାଇଛି। ତେଣୁ ଶିଶୁଭବନରେ ୪୦ଟି ସାଧାରଣ ବେଡ୍ ଓ ୧୦ଟି ଆଇସିୟୁ

ତୃତୀୟ ଲହରକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

କରୋନାର ସମ୍ଭାବିତ ୩ୟ ଲହର ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ଏହି ବୈଠକ ଅପରାହ୍ନ ୩ଟା ୩୦ରେ ହେବ । ବୈଠକରେ କରୋନାର ବର୍ତ୍ତମାନର ସ୍ଥିତି ଉପରେ ଚର୍ଚ୍ଚା ହେବ । ଏଥି ସହିତ ମହାମାରୀରୁ ବର୍ତ୍ତିବା ପାଇଁ ଏପର୍ଯ୍ୟନ୍ତ ନିଆଯାଇଥିବା ସମସ୍ତ

କରୋନା କଟକଣା ମଧ୍ୟରେ ଆରମ୍ଭ ହେଲା ୨୦୨୦ ଗ୍ରୀଷ୍ଣକାଳୀନ ପାରା ଅଲମ୍ପିକ୍ସ

ଜାପାନରେ ବଢୁଥିବା କରୋନା ସଂକ୍ରମଣ ମଧ୍ୟରେ ଆରମ୍ଭ ହୋଇଛି ୨୦୨୦ ଗ୍ରୀଷ୍ମ ପାରା ଅଲମ୍ପିକ୍ସ । ୧୬୨ଦେଶର ୪,୪୦୦ କେଳାଳୀ ଏଥିରେ ଅଶଂ ଗ୍ରହଣ କରିକ ନିଜ ଦେଶ ପାଇଁ ପଦକ ଜିତି ଇତିହାସ ରଚିବାକୁ ଆଶା ବାନ୍ଧିଛନ୍ତି । ଜାପାନର ସମ୍ରାଟ ନାରୁହିତୋଙ୍କ ଦ୍ୱାରା ଆଜି ଏହା ଆନୁଷ୍ଠାନିକ ଭାବରେ

ସଲମାନଙ୍କୁ ଯାଂଚ କରିଥିବା ସୋମନାଥଙ୍କ ମୋବାଇଲ ଜବତ

ମାୟାନଗରୀ ମୁମ୍ବାଇ  ବିମାନବନ୍ଦରରେ ସଲମାନ ଖାନଙ୍କୁ ଅଟକାଇ ରାତାରାତି ଚର୍ଚ୍ଚାକୁ ଚାଲି ଆସିଥିବା ସିଆଇଏସ୍ଏଫ୍ ଏଏସ୍ଆଇ ସୋମନାଥ ମହାନ୍ତି ଅଡ଼ୁଆରେ ପଡ଼ି ଯାଇଛନ୍ତି। ଘଟଣା ସଂପର୍କରେ ଗଣମାଧ୍ୟମରେ ପ୍ରକାଶ କରିବା ତାଙ୍କ ପାଇଁ ସମସ୍ୟା ସୃଷ୍ଟି କରିଛି। ସିଆଇଏସ୍ଏଫ୍ ପକ୍ଷରୁ ସୋମନାଥଙ୍କ

କାଲିଠୁ ୩ ଦିନ ବର୍ଷିବ

ମୌସୁମୀ ପ୍ରବାହ ଏବେ ଓଡ଼ିଶା ଉପରେ ଦୁର୍ବଳ ଥିବା ସତ୍ତ୍ୱେ ଆସନ୍ତା କାଲିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା।  ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ  କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯ |

ଗ୍ରୀନ୍‌ଲ୍ୟାଣ୍ଡରେ ବର୍ଷା , ବିଶ୍ୱ ପାଇଁ ବିପଦ

ନୂଆଦିଲ୍ଲୀ: ପ୍ରଥମଥର ପାଇଁ ଗ୍ରୀନ୍‌ଲାଣ୍ଡରେ ବର୍ଷା।  ବରଫାବୃତ ଗ୍ରୀନ୍‌ଲାଣ୍ଡରେ ପ୍ରଥମ ଥର ବର୍ଷା ହେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।  ବିଶେଷ କରି ପରିବେଶବିତ୍‌ମାନେ ଚିନ୍ତିତ ହୋଇ ପଡ଼ିଛନ୍ତି। ସେମାନଙ୍କ ମତରେ ଗ୍ରୀନ୍‌ଲାଣ୍ଡରେ ବର୍ଷା ଜଳବାୟୁ ପରିବର୍ତ୍ତନର ବଡ଼ ପ୍ରଭାବ।