Odia News Portal
Browsing Tag

odisha

ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନାଁରେ ଫେକ୍ ଆଇଡି

ଭୁବନେଶ୍ୱର: ସୋସିଆଲ ମିଡିଆ ସାଇଟ୍ ଫେସବୁକରେ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନାମରେ କେହି ଫେକ୍ ଆଇଡି ଖୋଲିଛି । ଏହି ଆଇଡିକୁ ଚଳାଉଥିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ । ଫେସବୁକ ଓ ଟ୍ୱିଟର ପେଜରେ ସେ ଏହା ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆରେ ମନ୍ତ୍ରୀ ନିଜେ ତାଙ୍କ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନାଜନିତ ମୃତ୍ୟୁ । ପ୍ରତିଦିନ ୬୦ ଉପରେ ରହୁଛି ମୃତ୍ୟୁ ସଂଖ୍ୟା । ତେବେ ରାଜ୍ୟରେ ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୫, କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ୭ ଲେଖାଏଁ,

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ସୁଦ୍ଧା ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୪

କଣ୍ଟାବାଞ୍ଝି ବିଧାୟକଙ୍କ ନିର୍ବାଚନ ମଣ୍ଡଳୀସ୍ତରୀୟ ବୈଠକ ଅନୁଷ୍ଠିତ

ବଲାଙ୍ଗୀର: କଣ୍ଟାବାଞ୍ଝି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଦ୍ୱାରା ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଭିନ୍ନ ଉନ୍ନୟନ ମୂଳକ କାର୍ୟ୍ୟର ସମୀକ୍ଷା ବୈଠକ ଗୁରୁବାର ଦିନ ସ୍ଥାନୀୟ ଏନ୍ଏସି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ନିର୍ବାବନ ମଣ୍ଡଳୀର କଣ୍ଟାବାଞ୍ଝି ଏନ୍ଏସି, ତୁରେକେଲା, ବଙ୍ଗୋମୁଣ୍ଡା ଓ

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସନ୍ଧ୍ୟା ସାଢ଼େ ୫ଟାରେ କ୍ୟାବିନେଟ୍ ବୈଠକ ବସିବ ବୋଲି ସୂଚନା ମିଳିଛି । ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ଓ ଇ-ଯାନ ପ୍ରସ୍ତାବ ଭଳି ୯ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଅନୁମାନ କରାଯାଉଛି । ସେପଟେ ପଞ୍ଚାୟତ

ଆଜି ରାଜ୍ୟରେ ୮୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୬ ଜଣ ଶିଶୁ ଓ କିଶୋର

ରାଜ୍ୟରେ କରୋନାରେ ଆଉ ୬୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଗୁରୁବାର ଦିନକ ମଧ୍ୟରେ ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୩୮ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏଥିସହିତ ଜଗତସିଂହପୁର ଜିଲାରେ ୯, ଢେଙ୍କାନାଳରେ ୬, ଯାଜପୁର, କେନ୍ଦ୍ରାପଡା ଓ ମୟୁରଭଞ୍ଜରେ ୩ ଜଣ

ଆଜି ରାଜ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୦୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୨ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୫୭ ଜଣ ଲୋକାଲ୍ କେସ୍

ଆଜି ରାଜ୍ୟରେ ୬୬ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: କମୁଛି ଦୈନିକ ସଂକ୍ରମଣ । ହେଲେ କମିବାର ନାଁ ଧରୁନି କରୋନାଜନିତ ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୬୨୮କୁ ବୃଦ୍ଧିପାଇଛି। ଗତ କିଛିଦିନ କରୋନା ମୃତ୍ୟୁରେ କଟକ

ନିୟମ ଭାଙ୍ଗିଲେ ଡିଏଲ ରଦ୍ଦ

ଭୁବନେଶ୍ୱର: ଆସିଲା ନୂଆ ନିୟମ । ସଡ଼କ ସୁରକ୍ଷା ନିୟମ ଭାଙ୍ଗିଲେ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ । ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଏନେଇ ଟ୍ରନ୍ସପୋର୍ଟ କମିଶନର ଚିଠି ଲେଖିଛନ୍ତି। ସୁପ୍ରିମକୋର୍ଟ କମିଟିର ନିର୍ଦ୍ଦେଶ ଲାଗୁ କରିବାକୁ ଚିଠି ଲେଖାଯାଇଛି। ୩ ମାସ ଯାଏଁ ଅସ୍ଥାୟୀ ଭାବେ