କରୋନା କଟକଣା ଭିତରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ
ଦୀର୍ଘ ଚାରି ମାସ ପରେ ଗତକାଲି ଠାରୁ ଆରମ୍ଭ ହୋଇଛି ଭକ୍ତ ଓ ଭଗବାନଙ୍କ ମିଳନ । ଶ୍ରୀମନ୍ଦିରରେ ଜଗା ଦର୍ଶନ କରୁଛନ୍ତି ସର୍ବସାଧାରଣ । କରୋନା କଟକଣା ଭିତରେ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି । ଗହଳି ନିୟନ୍ତ୍ରଣ ପାଇଁ ବଡଦାଣ୍ଡରେ ବ୍ୟାରିକେଡ୍!-->…
