Odia News Portal
Browsing Tag

odisha

ରାଜ୍ୟରେ ଆଜି ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ଲଗାତାର ୬୦ ଅତିକ୍ରମ କରୁଛି। ୨୪ ଘଣ୍ଟାରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁରରୁ ୧୩ ଲେଖାଏଁ, ଢେଙ୍କାନାଳରୁ ୧୧, ଅନୁଗୁଳ ଓ କେନ୍ଦ୍ରାପଡାରୁ ୮ ଲେଖାଏଁ, ଯାଜପୁରରୁ ୫, ବାଲେଶ୍ୱର

ଅଗଷ୍ଟ ୨୮ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫଲାଇନ ପରୀକ୍ଷାଫଳ

ଭୁବନେଶ୍ୱର: ଅଗଷ୍ଟ ୨୮ ସୁଦ୍ଧା ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଦଶମ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇବା ନେଇ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ଉଭୟ ସବଜେକ୍ଟିଭ ଓ ଅବଜେକ୍ଟିଭ ଖାତା ଦେଖା ସରିଥିôବାବେଳେ

ରାଜ୍ୟରେ ୨୪ ଘଣ୍ଟାରେ ୯୧୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା

ଆଜି ରାଜ୍ୟରେ ପୁଣି ହଜାରେ ତଳେ କରୋନା ସଂକ୍ରମିତ

ଭୁବନେଶ୍ୱର: ଓଡ଼ିଶାରେ ଦିନେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଛି ତ ଆଉ ଦିନ ଖସୁଛି । ଆକ୍ରାନ୍ତ ଶିଶୁଙ୍କ ସଂଖ୍ୟା ସବୁଦିନ ୧୦୦ ଉପରେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ ନୂଆ କେସ୍ ଚିହ୍ନଟ ହୋଇଥିବା ବେଳେ ୦-୧୮ ବର୍ଷ ବୟସର ୧୨୮ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । । ଅନ୍ୟପଟେ ଚିହ୍ନଟ

ଆଜି ରାଜ୍ୟରେ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ଚିକିତ୍ସାଧୀନ ଅବସ୍ଥାରେ ୬୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୨୨୩କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସିଂହପୁରରୁ ସର୍ବାଧିକ ୧୨ ଜଣ। କଟକରୁ ୧୧, ଢେଙ୍କାନାଳରୁ ୮, ଭଦ୍ରକ ଓ ଯାଜପୁରରୁ ୬ ଲେଖାଏଁ,

ସଙ୍କଟରେ ଭର୍ତ୍ତୃହରିଙ୍କ ରାଜନୈତିକ ଭବିଷ୍ୟତ !

ଭୁବନେଶ୍ୱର: ବଢ଼ୁଛି ଭର୍ତ୍ତୃହରିଙ୍କ ବିବାଦ । ବୋହୂ ସାକ୍ଷୀ ଅଭିଯୋଗ କରିବା ପରେ ରାଜ୍ୟ ରାଜନୀତିରେ ହଟ୍ଟଚମଟ ସୃଷ୍ଟି ହେବାରେ ଲାଗିଛି । ଏପରିକି ବିଜେଡିରୁ ବହିଷ୍କାର ହୋଇ ପାରନ୍ତି ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି । ବିଜେଡିର ପ୍ରଭାବଶାଳୀ ମନ୍ତ୍ରୀ ରଘୁନାଥ ମହାନ୍ତି ଯେଭଳି ବୋହୂ ବର୍ଷା

ଓଡ଼ିଶାରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଆସି ପହଂଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଭୁବନେଶ୍ୱର ଏୟାରପୋର୍ଟ ରେ ଠିକ୍ ଦିନ ୯ଟା ସମୟରେ ଆସି ଦୁଇ ମନ୍ତ୍ରୀ ପହଂଚିଛନ୍ତି ।ତାଙ୍କୁ ସ୍ୱାଗତ କରିବା ପାଇଁ ବିପୁଳ ପରିମାଣରେ ଲୋକ ଉପସ୍ଥିତ ହେବା

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୮ ଜଣ ଶିଶୁ ଓ କିଶୋର

କେବେ କମିବ କରୋନା ତାଣ୍ଡବ, ପୁଣି ୬୮ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଜଗତସିଂହପୁରରେ ୧୦ ଓ ଖୋର୍ଦ୍ଧା ଜିଲାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଢେଙ୍କାନାଳରେ ୬, ଭଦ୍ରକ ୫ ଓ

ରାଜ୍ୟରେ ୨ କୋଟି ଟପିଲା କରୋନା ଟିକାକାଣ

ଭୁବନେଶ୍ୱର: ଟିକାକରଣ ଅଭିଯାନରେ ଓଡିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ବୁଧବାର ରାତି ୧ ଟା ପର‌୍ୟ୍ୟନ୍ତ ୨,୦୦,୨୧,୮୧୪ ଡୋଜ ଟିକା ଦିଆଯିବା ସହିତ ବଡ ସଫଳତା ହାସଲ କରିପାରିଛି ଓଡ଼ିଶା। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରି କହିଛି ଯେ "୨ କୋଟି ଡୋଜ ସଫଳତାର ସହ ପରିଚାଳିତ