Odia News Portal
Browsing Tag

odisha

ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। କଟକରୁ ସର୍ବାଧିକ ୧୭ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି ଜଗତସିଂହପୁର ଜିଲାରେ ୧୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏଥିସହିତ ଢେଙ୍କାନାଳରେ ୯, ଖୋର୍ଦ୍ଧାରେ ୮ ଓ

ଚର୍ଚ୍ଚାରେ ବିଜୟ-ଧମେନ୍ଦ୍ରଙ୍କ ଭେଟଘାଟ

ଭୁବନେଶ୍ୱର: ରାଜ୍ୟ ରାଜନୀତିର ଅଭିଜ୍ଞ ରାଜନେତା ବିଜୟ ମହାପାତ୍ରଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ । ବିଜୟଙ୍କ ଭୁବନେଶ୍ୱର ନୟାପଲ୍ଲୀସ୍ଥିତ ବାସଭବନକୁ ଯାଇ ଧମେନ୍ଦ୍ର ଭେଟିଛନ୍ତି । ଯାହାକି ଧମେନ୍ଦ୍ର ନିଜ ଟ୍ୱିଟର ଆକାଉଣ୍ଟରେ ପୋଷ୍ଟ କରିଛନ୍ତି । ତେବେ ଧମେନ୍ଦ୍ର ଓ

ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ହାଲକା ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ, ସର୍ବାଧିକ ବର୍ଷା କୋରାପୁଟ ଜିଲ୍ଲାର ଲାମଟପୁର ଠାରେ ୭୨.୪ ମିଲିମିଟର

ରାଜ୍ୟରେ ଦିନକରେ ୮୫୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ

ରାଜ୍ୟରେ ଆଜି ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ଲଗାତାର ୬୦ ଅତିକ୍ରମ କରୁଛି। ୨୪ ଘଣ୍ଟାରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁରରୁ ୧୩ ଲେଖାଏଁ, ଢେଙ୍କାନାଳରୁ ୧୧, ଅନୁଗୁଳ ଓ କେନ୍ଦ୍ରାପଡାରୁ ୮ ଲେଖାଏଁ, ଯାଜପୁରରୁ ୫, ବାଲେଶ୍ୱର

ଅଗଷ୍ଟ ୨୮ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫଲାଇନ ପରୀକ୍ଷାଫଳ

ଭୁବନେଶ୍ୱର: ଅଗଷ୍ଟ ୨୮ ସୁଦ୍ଧା ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଦଶମ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇବା ନେଇ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ଉଭୟ ସବଜେକ୍ଟିଭ ଓ ଅବଜେକ୍ଟିଭ ଖାତା ଦେଖା ସରିଥିôବାବେଳେ

ରାଜ୍ୟରେ ୨୪ ଘଣ୍ଟାରେ ୯୧୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା

ଆଜି ରାଜ୍ୟରେ ପୁଣି ହଜାରେ ତଳେ କରୋନା ସଂକ୍ରମିତ

ଭୁବନେଶ୍ୱର: ଓଡ଼ିଶାରେ ଦିନେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଛି ତ ଆଉ ଦିନ ଖସୁଛି । ଆକ୍ରାନ୍ତ ଶିଶୁଙ୍କ ସଂଖ୍ୟା ସବୁଦିନ ୧୦୦ ଉପରେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ ନୂଆ କେସ୍ ଚିହ୍ନଟ ହୋଇଥିବା ବେଳେ ୦-୧୮ ବର୍ଷ ବୟସର ୧୨୮ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । । ଅନ୍ୟପଟେ ଚିହ୍ନଟ

ଆଜି ରାଜ୍ୟରେ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ଚିକିତ୍ସାଧୀନ ଅବସ୍ଥାରେ ୬୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୨୨୩କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସିଂହପୁରରୁ ସର୍ବାଧିକ ୧୨ ଜଣ। କଟକରୁ ୧୧, ଢେଙ୍କାନାଳରୁ ୮, ଭଦ୍ରକ ଓ ଯାଜପୁରରୁ ୬ ଲେଖାଏଁ,

ସଙ୍କଟରେ ଭର୍ତ୍ତୃହରିଙ୍କ ରାଜନୈତିକ ଭବିଷ୍ୟତ !

ଭୁବନେଶ୍ୱର: ବଢ଼ୁଛି ଭର୍ତ୍ତୃହରିଙ୍କ ବିବାଦ । ବୋହୂ ସାକ୍ଷୀ ଅଭିଯୋଗ କରିବା ପରେ ରାଜ୍ୟ ରାଜନୀତିରେ ହଟ୍ଟଚମଟ ସୃଷ୍ଟି ହେବାରେ ଲାଗିଛି । ଏପରିକି ବିଜେଡିରୁ ବହିଷ୍କାର ହୋଇ ପାରନ୍ତି ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି । ବିଜେଡିର ପ୍ରଭାବଶାଳୀ ମନ୍ତ୍ରୀ ରଘୁନାଥ ମହାନ୍ତି ଯେଭଳି ବୋହୂ ବର୍ଷା