ରାଜଧାନୀର ସର୍ବସାଧାରଣ ସ୍ଥାନରେ ଅଳିଆ ଆବର୍ଜନା ଜାଳିଲେ ଗଣିବେ ତଣ୍ଡ
ଆକ୍ସନ ମୋଡରେ ବିଏମସି । ଏଣିକି ରାଜଧାନୀର ସର୍ବସାଧାରଣ ସ୍ଥାନରେ ଅଳିଆ ଆବର୍ଜନା ଜାଳିଲେ ଗଣିବେ ତଣ୍ଡ । ୧୦ ହଜାର ଟଙ୍କା ଜରିମାନା ଦେବାକୁ ହେବ । ଭୁବନେଶ୍ୱରରେ ବାୟୁ ପ୍ରଦୂଷଣ ଓ ତାପମାତ୍ରା ବଢୁଥିବାରୁ ବିଏମସି ଏଭଳି ନିଷ୍ପତ୍ତି ନେଇଛି । ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ!-->…
