Odia News Portal
Browsing Tag

odisha

୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ମୌସୁମୀ ଜନିତ ନିମ୍ନଚାପ ରେଖା ଯୋଗୁଁ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ର ପତନଠାରୁ ୧.୫ କିଲୋମିଟର ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୧୯୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୯୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୫ ଜଣ ଆକ୍ରାନ୍ତ ଥିବା

ଆଜି ରାଜ୍ୟରେ ୬୦ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୦ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ବରଗଡ ଜିଲାରୁ ସର୍ବାଧିକ ୧୩ ମୃତକ ରହିଛନ୍ତି। ଏଥିସହିତ କଟକ ଜିଲାରୁ ୧୧ ଓ ବଲାଙ୍ଗିରରୁ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଦେବଗଡ ଜିଲାରୁ ୪,

୧୬ରେ ପୁରୀ ଆସିବେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୧୬ ତାରିଖରେ ପୁରୀ ଆସିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହି ଅବସରରେ ସେ ପୁରୀ ରେଳ ଭବନରେ ରହିବେ । ପୁରୀର ରେଳ ସମସ୍ୟା ରହିଛି ସେ ନେଇ ମନ୍ତ୍ରୀଙ୍କ ତରଫରୁ ପ୍ରାକ୍ ତଥ୍ୟ ସଂଗ୍ରହ କରାଯାଉଛି । ବହୁ ଦିନରୁ ଦାବି ହୋଇ ଆସୁଥିବା ପୁରୀ-କୋଣାର୍କ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ଆଉ ୬୭ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୯୭କୁ ବୃଦ୍ଧିପାଇଛି। ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୧୮ ଜଣ ରହିଛନ୍ତି। ସେିହଭଳି ଖୋର୍ଦ୍ଧାରୁ ୧୧ ଓ ସମ୍ବଲପୁର ଜିଲାରେ ୯ ଜଣ କରୋନା

ରାଜ୍ୟରେ ୨୪ ଘଣ୍ଟାରେ ୧୧୦୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୭ ଜଣ ଆକ୍ରାନ୍ତ ଥିବା

ସିବିଏସଇ ଢ଼ାଞ୍ଚାରେ ଓଡ଼ିଶାରେ ହେବ ନବମ ଓ ଦଶମ ପରୀକ୍ଷା

ଭୁବନେଶ୍ୱର: ସିବିଏସଇ ଢାଞ୍ଚାରେ ଓଡ଼ିଶାରେ ହେବ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ମାଟ୍ରିକ ପରୀକ୍ଷା । କରୋନା ମହାମାରୀକୁ ଦୃଷ୍ଟିରେ ରଖି ୨୦୨୧-୨୨ ଶିକ୍ଷାବର୍ଷରେ ଦୁଇଟି ଟର୍ମରେ ପରୀକ୍ଷା ହେବ । ସେହିପରି ନବମ ଶ୍ରେଣୀ ପରୀକ୍ଷା ପାଇଁ ବି ନୂଆ ସର୍କୁରାଲ ଜାରି ହୋଇଛି ।ମାଧ୍ୟମିକ

ମାର୍ଚ୍ଚରେ ପଞ୍ଚାୟତ, ଜୁଲାଇରେ ପୌର ନିର୍ବାଚନ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକୀୟ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ୨୦୨୨ ମାର୍ଚ୍ଚରେ ପଞ୍ଚାୟତ ନିର୍ବାଚନ ହେବା ପ୍ରାୟତଃ ନିଶ୍ଚିତ ବୋଲି ପଞ୍ଚାୟତିରାଜ ଓ ନଗର ଉନ୍ନୟନ ମନ୍ତ୍ରୀ

ଆଜି ରାଜ୍ୟରେ ୧୦୭୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ପଜିଟିଭଙ୍କ ମଧ୍ୟରେ ୬୨୬ ଜଣ ସଙ୍ଗରୋଧରୁ ଜଣାପଡିଥିବାବେଳେ ୪୫୨ ଜଣ ସ୍ଥାନୀୟ ସଂକ୍ରମଣରୁ ରହିଛନ୍ତି ।ନୂଆ ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଅନୁଗୁଳରୁ ୨୬, ବାଲେଶ୍ୱରରୁ ୪୫, ବରଗଡ଼ରୁ ୬,

ପୁଣି ୬୫ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୩୦କୁ ବୃଦ୍ଧିପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦ ଜଣ ରହିଛନ୍ତି। ଏଥିସହିତ କଟକ ଜିଲାରେ ୧୨ ଜଣ କରୋନା