Odia News Portal
Browsing Tag

odisha

ଓଡ଼ିଶାରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଆସି ପହଂଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଭୁବନେଶ୍ୱର ଏୟାରପୋର୍ଟ ରେ ଠିକ୍ ଦିନ ୯ଟା ସମୟରେ ଆସି ଦୁଇ ମନ୍ତ୍ରୀ ପହଂଚିଛନ୍ତି ।ତାଙ୍କୁ ସ୍ୱାଗତ କରିବା ପାଇଁ ବିପୁଳ ପରିମାଣରେ ଲୋକ ଉପସ୍ଥିତ ହେବା

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୮ ଜଣ ଶିଶୁ ଓ କିଶୋର

କେବେ କମିବ କରୋନା ତାଣ୍ଡବ, ପୁଣି ୬୮ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଜଗତସିଂହପୁରରେ ୧୦ ଓ ଖୋର୍ଦ୍ଧା ଜିଲାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଢେଙ୍କାନାଳରେ ୬, ଭଦ୍ରକ ୫ ଓ

ରାଜ୍ୟରେ ୨ କୋଟି ଟପିଲା କରୋନା ଟିକାକାଣ

ଭୁବନେଶ୍ୱର: ଟିକାକରଣ ଅଭିଯାନରେ ଓଡିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ବୁଧବାର ରାତି ୧ ଟା ପର‌୍ୟ୍ୟନ୍ତ ୨,୦୦,୨୧,୮୧୪ ଡୋଜ ଟିକା ଦିଆଯିବା ସହିତ ବଡ ସଫଳତା ହାସଲ କରିପାରିଛି ଓଡ଼ିଶା। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରି କହିଛି ଯେ "୨ କୋଟି ଡୋଜ ସଫଳତାର ସହ ପରିଚାଳିତ

କୋଭିଡ ପରିଚାଳନା କ୍ଷେତ୍ରରେ ଦେଶରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର: କୋଭିଡ ପରିଚାଳନା କ୍ଷେତ୍ରରେ ଦେଶରେ ପ୍ରଥମ ହୋଇଛି ଓଡ଼ିଶା । ଇଣ୍ଡିଆ ଟୁଡେ ମୁଡ ଅଫ ନେସନ ପୋଲରେ ଓଡ଼ିଆ ଏକ ନମ୍ବର ସ୍ଥାନରେ ରହିଛି । ଦ୍ୱିତୀୟରେ ରହିଛି ଆସାମ । ତୃତୀୟ ସ୍ଥାନରେ ଅଛି ଝାଡଖଣ୍ଡ । ଓଡ଼ିଶା ସରକାରଙ୍କ କୋଭିଡ ପରିଚାଳନାରେ ୭୩ ପ୍ରତିଶତ ଲୋକ ସନ୍ତୁଷ୍ଟ ଅଛନ୍ତି ।

ଆଜି ରାଜ୍ୟରେ ୬୫ ଆକ୍ରାନ୍ତଙ୍କ ମୃତ୍ୟୁ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଆକ୍ରାନ୍ତ ୬୫ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୧୫ ଜଣ ରହିଛନ୍ତି। ଏଥିସହିତ ଜଗତସିଂହପୁରରୁ ୧୧ ଏବଂ କେନ୍ଦ୍ରାପଡାରୁ ୯ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଢେଙ୍କାନାଳରୁ ୭, ଅନୁଗୁଳ ୫ ଓ

ଆଜି ରାଜ୍ୟରେ ୯୯୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୯୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଶୂନ୍ୟରୁ ୧୮ ବର୍ଷ ବୟସର ୧୩୮ ଜଣ ରହିଛନ୍ତି। ଏଥିସହିତ ସଂଗରୋଧରୁ ୫୭୮ ଓ ସ୍ଥାନୀୟ ସଂକ୍ରମିତ ୪୧୫ ଜଣ ରହିଥିବା ଜଣାଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରେ ୧୮,

ଭାରତୀୟ ହକି ଖେଳାଳୀଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ୱାଗତ

ବନେଶ୍ୱର: ଅଲମ୍ପିକରେ ଭାଗ ନେଇଥିବା ଭାରତୀୟ ମହିଳା ଓ ପୁରୁଷ ହକି ଟିମ ଭୁବନେଶ୍ୱରରେ ପହଁଚିଛନ୍ତି । ବିମାନବନ୍ଦରରେ ପହଁଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ପରେ ତାଙ୍କୁ କଡା ସୁରକ୍ଷା ମଧ୍ୟରେ ହୋଟେଲକୁ ନିଆଯାଉଛି । ପରେ କଳିଙ୍ଗ ଷ୍ଟାଡିୟମରେ ଏକ ସ୍ୱତନ୍ତ୍ର

ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁ, ପୁଣି ୬୮ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଶୂନ୍ୟରୁ ୧୮ ବର୍ଷ ବ୍ରସର ୯୬ ଜଣ, ସଂଗରୋଧରୁ ୪୨୧ ଏବଂ ସ୍ଥାନୀୟ ସଂକ୍ରମିତ ୨୯୯ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୫, ବାଲେଶ୍ୱର ୧୯, ବରଗଡ ୨,

ରାଜ୍ୟରେ କମୁଛି ସଂକ୍ରମଣ, ଆଜି ୭୨୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର:ରାଜ୍ୟରେ ସଂକ୍ରମଣ ହାର କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଶୂନ୍ୟରୁ ୧୮ ବର୍ଷ ବ୍ରସର ୯୬ ଜଣ, ସଂଗରୋଧରୁ ୪୨୧ ଏବଂ ସ୍ଥାନୀୟ ସଂକ୍ରମିତ ୨୯୯ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ