Odia News Portal
Browsing Tag

odisha

ସିବିଏସଇ ଢ଼ାଞ୍ଚାରେ ଓଡ଼ିଶାରେ ହେବ ନବମ ଓ ଦଶମ ପରୀକ୍ଷା

ଭୁବନେଶ୍ୱର: ସିବିଏସଇ ଢାଞ୍ଚାରେ ଓଡ଼ିଶାରେ ହେବ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ମାଟ୍ରିକ ପରୀକ୍ଷା । କରୋନା ମହାମାରୀକୁ ଦୃଷ୍ଟିରେ ରଖି ୨୦୨୧-୨୨ ଶିକ୍ଷାବର୍ଷରେ ଦୁଇଟି ଟର୍ମରେ ପରୀକ୍ଷା ହେବ । ସେହିପରି ନବମ ଶ୍ରେଣୀ ପରୀକ୍ଷା ପାଇଁ ବି ନୂଆ ସର୍କୁରାଲ ଜାରି ହୋଇଛି ।ମାଧ୍ୟମିକ

ମାର୍ଚ୍ଚରେ ପଞ୍ଚାୟତ, ଜୁଲାଇରେ ପୌର ନିର୍ବାଚନ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକୀୟ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ୨୦୨୨ ମାର୍ଚ୍ଚରେ ପଞ୍ଚାୟତ ନିର୍ବାଚନ ହେବା ପ୍ରାୟତଃ ନିଶ୍ଚିତ ବୋଲି ପଞ୍ଚାୟତିରାଜ ଓ ନଗର ଉନ୍ନୟନ ମନ୍ତ୍ରୀ

ଆଜି ରାଜ୍ୟରେ ୧୦୭୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ପଜିଟିଭଙ୍କ ମଧ୍ୟରେ ୬୨୬ ଜଣ ସଙ୍ଗରୋଧରୁ ଜଣାପଡିଥିବାବେଳେ ୪୫୨ ଜଣ ସ୍ଥାନୀୟ ସଂକ୍ରମଣରୁ ରହିଛନ୍ତି ।ନୂଆ ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଅନୁଗୁଳରୁ ୨୬, ବାଲେଶ୍ୱରରୁ ୪୫, ବରଗଡ଼ରୁ ୬,

ପୁଣି ୬୫ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୩୦କୁ ବୃଦ୍ଧିପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦ ଜଣ ରହିଛନ୍ତି। ଏଥିସହିତ କଟକ ଜିଲାରେ ୧୨ ଜଣ କରୋନା

ରାଜଧାନୀରେ ବୃଦ୍ଧି ପାଉଛି ଧଳା ଜହର

ରାଜଧାନୀରୁ ପୁଣି ଧଳା ଜହର ଜବତ ହୋଇଛି । ଭୁବନେଶ୍ୱରର ୨ଟି ସ୍ଥାନରୁ କମିଶନରେଟ ପୋଲିସ ବ୍ରାଉନସୁଗାର ଜବତ କରିଛି । ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ସୂଚନା ମିଳିଛି । ସୂଚନା ଅନୁସାରେ, ଗତ କିଛି ଦିନ ହେବ ଭୁବନେଶ୍ୱରରେ ଧଳା ଜହର କାରବାର ବୃଦ୍ଧି ପାଇବାରେ

ରାଜ୍ୟରେ ୧୧,୦୦୦ ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର

ରାଜ୍ୟରେ ୧୧,୦୦୦ ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର । ରାଜଧାନୀରେ ଟ୍ରେନିଂ ବେରୋଜଗାରୀ ଶିକ୍ଷକ ସଂଘ କ୍ୱାଲିଫାଏଡ୍ ହିନ୍ଦୀ ଏବଂ ସଂସ୍କୃତ ଅଧୀନରେ ଶିକ୍ଷକମାନଙ୍କ ନିକଟରେ ହୋଇଥିବା ବିରୋଧ ପରେ ଓଡିଶା ସରକାର ମଙ୍ଗଳବାର ସ୍ପଷ୍ଟ କରିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ

ଦିଲ୍ଲୀରୁ ବାରଣାସୀ ଚାଲିବ ବୁଲେଟ୍ ଟ୍ରେନ୍‌

ଦେଶରେ ବୁଲେଟ ଟ୍ରେନ ପରିଚାଳନା କରୁଥିବା ସଂସ୍ଥା ନ୍ୟାସନାଲ ହାଇ ସ୍ପିଡ ରେଳ କର୍ପୋରେଶନ ଲିମିଟେଡ (ଏନ୍‌ଏଚଏସଆରସିଏଲ) ଆଶା ପ୍ରକଟ କରିଛି ଯେ, ସେପଟେମ୍ବରରେ ଦିଲ୍ଲୀ-ବାରାଣସୀ କରିଡରର ଫାଇନାଲ ଡିପିଆର (ଡିଟେଲ ପ୍ରକଳ୍ପ ରିପୋର୍ଟ) ପ୍ରସ୍ତୁତ ହୋଇଯିବ । ଦିଲ୍ଲୀର ସରାଏକାଲେ ଖା ଠାରୁ ଏହି

୧୨ ରୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା

ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା। ଏଥିପାଇଁ SAMS ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ । ନାମଲେଖା ପରେ UGC ଗାଇଡଲାଇନ୍‌ ମୁତାବକ ପାଠପଢା ଆରମ୍ଭ ହେବ। ଏପଟେ ଯୁକ୍ତ ୨ କଲେଜରେ ବଢିଲା ୫୪

ସମାଜସେବୀ ସୁଧାଂଶୁ ତ୍ରିପାଠୀଙ୍କ ପରଲୋକ

ବିଶିଷ୍ଟ ସମାଜସେବୀ ତଥା ରାଜନୈତିକ ସମୀକ୍ଷକ ସୁଧାଂଶୁ କୁମାର ତ୍ରିପାଠୀ ଆଉ ନାହାନ୍ତି। ଗତ ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱରର ଏକ ଘରୋଇ ଡ଼ାକ୍ତରଖାନାରେ ତାଙ୍କର ପରଲୋକ ଘଟିଛି । ସେ ଦୀର୍ଘଦିନ ଧରି କ୍ୟାନ୍ସରରେ ପୀଡ଼ିତ ଥିଲେ । ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ସେ ଶେଷ ନିଃଶ୍ୱାସ

ସ୍କୁଲ ଖୋଲୁ ଖୋଲୁ ପଜିଟିଭ୍‌

ସ୍କୁଲ ଖୋଲୁ ଖୋଲୁ ବାହାରିଲା କରୋନା ପଜିଟିଭ । ଫଳରେ ହାଇସ୍କୁଲକୁ ସାନିଟାଇଜ କରିବା ସହିତ କଣ୍ଟେନମେଣ୍ଟ ଘୋଷଣା କରିଛି ପ୍ରଶାସନ । ଏଭଳି ଘଟଣା ମଙ୍ଗଳବାର ଦାରିଙ୍ଗବାଡି ଅଞ୍ଚଳରୁ ସାମ୍ନାକୁ ଆସିଛି । ସୂଚନାଯୋଗ୍ୟ ଯେ, ଦାରିଙ୍ଗବାଡି ଆଶ୍ରମ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ରୀ ପଜିଟିଭ