Odia News Portal
Browsing Tag

odisha

ଓଡ଼ିଶା ଆସିବା ଉପରୁ ଉଠିଲା କଟକଣା

ଭୁବନେଶ୍ୱର: ହଟିଲା କରୋନା କଟକଣା। ଓଡ଼ିଶା ଆସିବା ପାଇଁ ଏବେ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ। କରୋନା ସଂକ୍ରମଣ କମିବା ପରେ କଟକଣା ହଟାଇଲେ ଓଡ଼ିଶା ସରକାର। ଏବେ ଓଡ଼ିଶା ଆସିବା ପାଇଁ ଲୋକଙ୍କୁ ଆଣ୍ଟିଜେନ ଓ ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖାଇବାକୁ ପଡ଼ିବ ନାହିଁ। ଏନେଇ

ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ଅପଡେଟ୍‌

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୬୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଜଣ ଆକ୍ରାନ୍ତ ଥିବା

କମୁନି କରୋନା କାୟା, ଆଜି ୬୬ ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮ ଜଣ ପ୍ରାଣ ହରାଇଛନ୍ତି। ସେହିଭଳି ଦିନକ ମଧ୍ୟରେ କଟକରୁ ୧୦, ପୁରୀ ୯, ମୟୁରଭଞ୍ଜ ୬ ଏବଂ ଅନୁଗୁଳ ଜିଲାରେ ୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଯାଜପୁର ଓ

କରୋନା ନେଲା ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ

ସିନ୍ଧୁଙ୍କ ରଙ୍ଗରେ ରଙ୍ଗୀନ ହେଲା ଟୁିଟର

 ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ବ୍ୟାଡମିଣ୍ଟନ ଷ୍ଟାର୍ ପିଭି ସିନ୍ଧୁ ଦେଶର ସୁନାମ ଅର୍ଜନ କରିଛନ୍ତି। ଏହି ବିଜୟ ସହିତ ଭାରତରକୁ ୩ ଟି ପଦକ ମିଳିଛି । ପିଭି ସିନ୍ଧୁଙ୍କ ବିଜୟକୁ ନେଇ ସାରା ଦେଶରେ ଖୁସିର ବାତାବରଣ ରହିଛି ଏବଂ ସମସ୍ତେ ତାଙ୍କୁ ଅଭିନନ୍ଦନ ଜଣାଉଛନ୍ତି । ଏଥି

ସୁବର୍ଣ୍ଣ ରେଖାରେ ବନ୍ୟା ଆଶଙ୍କା

 ବିପଦ ସଙ୍କେତ ଟପିଲା ସୂବର୍ଣ୍ଣରେଖା । ବସ୍ତା ରାଜଘାଟଠାରେ ବିପଦ ସଙ୍କେତ ଟପିଛି ସୂବର୍ଣ୍ଣରେଖା । ରାଜଘାଟରେ ସତର୍କ ସଙ୍କେତ ୯.୪୫ ମିଟର ଥିବା ବେଳେ ବିପଦ ସଙ୍କେତ ରହିଛି ୧୦.୩୬ ମିଟର । ଏବେ ରାଜଘାଟଠାରେ ୧୦.୪୨ ମିଟର ଜଳ ପ୍ରବାହିତ ହେଉଛି । ଝାଡଖଣ୍ଡରେ ପ୍ରବଳ ବର୍ଷା ସାଙ୍ଗକୁ

ଚଳିତ ମାସରେ ଆସିପାରେ ତୃତୀୟ ଲହର

ଚଳିତ ମାସ ଆସିପାରେ କରୋନାର ତୃତୀୟ ଲହର । ଦେଶରେ କରୋନାର ତୃତୀୟ ଲହର ଅବସମ୍ଭାବୀ ବୋଲି ବିଶେଷଜ୍ଞମାନେ ମତ ରଖୁଥିବା ବେଳେ, ଏହା କେବେ ଆସିବ ତାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଆସୁଛି । ହେଲେ ଦେଶରେ ଦ୍ୱିତୀୟ ଲହରର ପ୍ରଭାବକୁ ନେଇ ସଠିକ୍ ଆକଳନ କରିଥିବା ଆଇଆଇଟି ଗାଣିତିକ ମଡେଲ,

ରାଜ୍ୟରେ ବଢ଼ୁଛି ଡେଙ୍ଗୁ ସଂକ୍ରମଣ

ଭୁବନେଶ୍ୱର: କରୋନା ଭୟ କମିନଥିବା ବେଳେ ହୁ ହୁ ହୋଇ ମାଡୁଛି ଡେଙ୍ଗୁ । ରାଜ୍ୟରେ ବଢିବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ରାଜଧାନୀରେ ବସ୍ତି ଅଞ୍ଚଳ ଅପେକ୍ଷା ଜନଗହଳି ଅଞ୍ଚଳରୁ ଅଧିକ ଡେଙ୍ଗୁ ବାହାରୁଛି। ବର୍ତ୍ତମାନ ରାଜ୍ୟରେ ୬୧୪ ଡେଙ୍ଗୁ ରୋଗୀ ଥିବା ବେଳେ ବିଏମସି ଅଞ୍ଚଳରୁ

ନଜର ପକାନ୍ତୁ ରାଜ୍ୟ କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଆଉ ୧୫୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୯୧୫ ଓ ସ୍ଥାନୀୟ ସଂକ୍ରମିତ ୬୬୩ ଜଣ ରହିଛନ୍ତି। ସେହିଭଳି ଅନୁଗୁଳରୁ ୪୭, ବାଲେଶ୍ୱର ୭୮, ବରଗଡ ୯, ଭଦ୍ରକ ୫୨, ବଲାଙ୍ଗିର ୮, ବଉଦ ୪, କଟକ ୨୧୨, ଦେବଗଡରୁ ୮ ଚିହ୍ନଟ

ପଢ଼ନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନାର ମୃତ୍ୟୁ ତାଣ୍ଡବ । ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡରୁ ୧୧ ଜଣ, କଟକରୁ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ଖୋର୍ଦ୍ଧାରୁ ୮ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ସେହିଭଳି