Odia News Portal
Browsing Tag

odisha

ଆଜି ରାଜ୍ୟରେ୧୫୫୮ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳ ଉପର ହେଉଛି କରୋନା ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୫୫୮ ଏବଂ ସ୍ଥାନୀୟ ସଂକ୍ରମିତ ୯୦୪ ଜଣ ରହିଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮୦, ବାଲେଶ୍ୱର

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ମନ୍ଥର ଗତିରେ କରୋନା ସଂକ୍ରମଣ ହ୍ରାସ ପରିଲକ୍ଷିତ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୬୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୯୩୭ ଏବଂ ସ୍ଥାନୀୟ ସଂକ୍ରମିତ ୬୭୮ ଜଣ ରହିଥିବା ଜଣାଯାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ

ଚାରି ହଜାରରୁ ଅଧିକ ‘ପଡ଼ା’କୁ ମିଳିବ ରାଜସ୍ୱ ଗାଁର ମାନ୍ୟତା

ଭୁବନେଶ୍ବର : ରାଜ୍ୟର ଚାରି ହଜାରରୁ ଅଧିକ ‘ପଡ଼ା’କୁ ନୂଆ ରାଜସ୍ବ ଗାଁର ମାନ୍ୟତା ମିଳିବ। ରାଜସ୍ବ ଗ୍ରାମ ସୃଷ୍ଟି ପାଇଁ ନୂଆ ନିୟମାବଳୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏ ନେଇ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ପତ୍ର

କମୁଛି ସଂକ୍ରମଣ, ଆଜି ରାଜ୍ୟରେ ୧୭୦୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭୦୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୯୮୮ ଏବଂ ସ୍ଥାନୀୟ ସଂକ୍ରମିତ ୭୧୫ ଜଣ ରହିଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫୯, ବାଲେଶ୍ୱର ୮୮, ବରଗଡ ୬, ଭଦ୍ରକ ୭୦, ବଲାଙ୍ଗିର ୩, ବଉଦ ୪

ଆଜି ରାଜ୍ୟରେ ୬୯ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ମଙ୍ଗଳବାର ଗୋଟିଏ ଦିନରେ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ୫୭୦୩କୁ ବୃଦ୍ଧିପାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ସୁନ୍ଦରଗଡ ଜିଲାରୁ ୧୦ ଏବଂ ଅନଗୁଳ

ଆଜି ରାଜ୍ୟରେ ୧୮୩୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୨ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୭୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

କେବେ କମିବ କରୋନା କାୟା, ଆଜି ୬୭ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ୬୭ ଜଣକ ମୃତ୍ୟୁ ଘଟିଛି ଫଳରେ ମୋଟ ମୃତ୍ୟୁସଂଖ୍ୟା ୫୫୧୧କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝରରୁ ୧୦, ଅନୁଗୁଳରୁ ୧୦, ସୁନ୍ଦରଗଡରୁ ୬, ପୁରୀରୁ ୫, ଗଞ୍ଜାମ ଓ

ଆଜିଠୁ କମିବ ବର୍ଷା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟର କେତେକ ଜାଗାରେ ପ୍ରବଳ ବର୍ଷା ହୋଇଛି । ଶୁକ୍ରବାର ମଧ୍ୟ ତୁହାକୁ ତୁହା ବର୍ଷା ହୋଇଛି ବିଭିନ୍ନ ସ୍ଥାନରେ । ଅନୁମାନ କରାଯାଉଛି, ଶନିବାରଠାରୁ ଲଘୁଚାପ ପ୍ରଭାବ କମିବା ସହ ବର୍ଷା ବି କ୍ରମଶଃ ହ୍ରାସ ପାଇବ । ତଥାପି କେତେକ ଜାଗାରେ ଭଲ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧୦୮୨ ଏବଂ ସ୍ଥାନୀୟ ସଂକ୍ରମିତ ୭୮୨ ରହିଥିବା ଜଣାଯାଇଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନଗୁଳ ଜିଲାରୁ ୬୯, ବାଲେଶ୍ୱର ୧୧୪, ବରଗଡ ୨୪, ଭଦକ୍ର ୬୫ ଓ

ଆଜି ରାଜ୍ୟରେ ୧୯୧୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୯୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୦୮ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା