Odia News Portal
Browsing Tag

odisha

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୯୬ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୬୩୭ ଓ ସ୍ଥାନୀୟ ସଂକ୍ରମିତ ୪୫୯ ରହିଛନ୍ତି। ଅନୁଗୁଳ ଜିଲାରୁ ୪୦, ବାଲେଶ୍ୱର ୭୭, ବରଗଡ ୧୧, ଭଦ୍ରକ ୨୧, ବଲାଙ୍ଗୀର ୭, କଟକରୁ ୯୨ ଜଣ ଚିହ୍ନଟ ହୋଇଛନ୍ତି।

ପୁଣି ସଂସଦରେ ଉଠିଲା ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି

ନୂଆଦିଲ୍ଲୀ: ଓଡିଶାକୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ଦେବାକୁ ଅନେକ ଦିନ ହେବ ଦାବି ହୋଇ ଆସୁଛି । ଆଜି ଏହି ପ୍ରସଙ୍ଗରେ ରାଜ୍ୟ ସଭାରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ବିଜେଡି ସାଂସଦ ଡ.ସସ୍ମିତ ପାତ୍ର । ଶୂନ୍ୟ କାଳରେ ଡ. ପାତ୍ର କହିଥିଲେ କି ମାନ୍ୟବର ମୁ୍ଖ୍ୟମନ୍ତ୍ରୀ ନବୀନ

ନଜର ପକାନ୍ତୁ ଆଜିର କରୋନା ଅପଡେଟ୍

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୦୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ ଜଣ ଆକ୍ରାନ୍ତ ଥିବା

ରାଜ୍ୟରେ ୧୩୪୨ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୩୫୨୩ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୭୫କ୍ୱାରେଣ୍ଟାଇନ୍ରୁ

ଓଡ଼ିଶା ଆସିବା ଉପରୁ ଉଠିଲା କଟକଣା

ଭୁବନେଶ୍ୱର: ହଟିଲା କରୋନା କଟକଣା। ଓଡ଼ିଶା ଆସିବା ପାଇଁ ଏବେ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ। କରୋନା ସଂକ୍ରମଣ କମିବା ପରେ କଟକଣା ହଟାଇଲେ ଓଡ଼ିଶା ସରକାର। ଏବେ ଓଡ଼ିଶା ଆସିବା ପାଇଁ ଲୋକଙ୍କୁ ଆଣ୍ଟିଜେନ ଓ ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖାଇବାକୁ ପଡ଼ିବ ନାହିଁ। ଏନେଇ

ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ଅପଡେଟ୍‌

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୬୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଜଣ ଆକ୍ରାନ୍ତ ଥିବା

କମୁନି କରୋନା କାୟା, ଆଜି ୬୬ ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮ ଜଣ ପ୍ରାଣ ହରାଇଛନ୍ତି। ସେହିଭଳି ଦିନକ ମଧ୍ୟରେ କଟକରୁ ୧୦, ପୁରୀ ୯, ମୟୁରଭଞ୍ଜ ୬ ଏବଂ ଅନୁଗୁଳ ଜିଲାରେ ୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଯାଜପୁର ଓ

କରୋନା ନେଲା ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ

ସିନ୍ଧୁଙ୍କ ରଙ୍ଗରେ ରଙ୍ଗୀନ ହେଲା ଟୁିଟର

 ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ବ୍ୟାଡମିଣ୍ଟନ ଷ୍ଟାର୍ ପିଭି ସିନ୍ଧୁ ଦେଶର ସୁନାମ ଅର୍ଜନ କରିଛନ୍ତି। ଏହି ବିଜୟ ସହିତ ଭାରତରକୁ ୩ ଟି ପଦକ ମିଳିଛି । ପିଭି ସିନ୍ଧୁଙ୍କ ବିଜୟକୁ ନେଇ ସାରା ଦେଶରେ ଖୁସିର ବାତାବରଣ ରହିଛି ଏବଂ ସମସ୍ତେ ତାଙ୍କୁ ଅଭିନନ୍ଦନ ଜଣାଉଛନ୍ତି । ଏଥି

ସୁବର୍ଣ୍ଣ ରେଖାରେ ବନ୍ୟା ଆଶଙ୍କା

 ବିପଦ ସଙ୍କେତ ଟପିଲା ସୂବର୍ଣ୍ଣରେଖା । ବସ୍ତା ରାଜଘାଟଠାରେ ବିପଦ ସଙ୍କେତ ଟପିଛି ସୂବର୍ଣ୍ଣରେଖା । ରାଜଘାଟରେ ସତର୍କ ସଙ୍କେତ ୯.୪୫ ମିଟର ଥିବା ବେଳେ ବିପଦ ସଙ୍କେତ ରହିଛି ୧୦.୩୬ ମିଟର । ଏବେ ରାଜଘାଟଠାରେ ୧୦.୪୨ ମିଟର ଜଳ ପ୍ରବାହିତ ହେଉଛି । ଝାଡଖଣ୍ଡରେ ପ୍ରବଳ ବର୍ଷା ସାଙ୍ଗକୁ