Odia News Portal
Browsing Tag

odisha

ଚଳିତ ମାସରେ ଆସିପାରେ ତୃତୀୟ ଲହର

ଚଳିତ ମାସ ଆସିପାରେ କରୋନାର ତୃତୀୟ ଲହର । ଦେଶରେ କରୋନାର ତୃତୀୟ ଲହର ଅବସମ୍ଭାବୀ ବୋଲି ବିଶେଷଜ୍ଞମାନେ ମତ ରଖୁଥିବା ବେଳେ, ଏହା କେବେ ଆସିବ ତାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଆସୁଛି । ହେଲେ ଦେଶରେ ଦ୍ୱିତୀୟ ଲହରର ପ୍ରଭାବକୁ ନେଇ ସଠିକ୍ ଆକଳନ କରିଥିବା ଆଇଆଇଟି ଗାଣିତିକ ମଡେଲ,

ରାଜ୍ୟରେ ବଢ଼ୁଛି ଡେଙ୍ଗୁ ସଂକ୍ରମଣ

ଭୁବନେଶ୍ୱର: କରୋନା ଭୟ କମିନଥିବା ବେଳେ ହୁ ହୁ ହୋଇ ମାଡୁଛି ଡେଙ୍ଗୁ । ରାଜ୍ୟରେ ବଢିବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ରାଜଧାନୀରେ ବସ୍ତି ଅଞ୍ଚଳ ଅପେକ୍ଷା ଜନଗହଳି ଅଞ୍ଚଳରୁ ଅଧିକ ଡେଙ୍ଗୁ ବାହାରୁଛି। ବର୍ତ୍ତମାନ ରାଜ୍ୟରେ ୬୧୪ ଡେଙ୍ଗୁ ରୋଗୀ ଥିବା ବେଳେ ବିଏମସି ଅଞ୍ଚଳରୁ

ନଜର ପକାନ୍ତୁ ରାଜ୍ୟ କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଆଉ ୧୫୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୯୧୫ ଓ ସ୍ଥାନୀୟ ସଂକ୍ରମିତ ୬୬୩ ଜଣ ରହିଛନ୍ତି। ସେହିଭଳି ଅନୁଗୁଳରୁ ୪୭, ବାଲେଶ୍ୱର ୭୮, ବରଗଡ ୯, ଭଦ୍ରକ ୫୨, ବଲାଙ୍ଗିର ୮, ବଉଦ ୪, କଟକ ୨୧୨, ଦେବଗଡରୁ ୮ ଚିହ୍ନଟ

ପଢ଼ନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନାର ମୃତ୍ୟୁ ତାଣ୍ଡବ । ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡରୁ ୧୧ ଜଣ, କଟକରୁ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ଖୋର୍ଦ୍ଧାରୁ ୮ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ସେହିଭଳି

ଆଜି ରାଜ୍ୟରେ୧୫୫୮ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳ ଉପର ହେଉଛି କରୋନା ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୫୫୮ ଏବଂ ସ୍ଥାନୀୟ ସଂକ୍ରମିତ ୯୦୪ ଜଣ ରହିଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮୦, ବାଲେଶ୍ୱର

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ମନ୍ଥର ଗତିରେ କରୋନା ସଂକ୍ରମଣ ହ୍ରାସ ପରିଲକ୍ଷିତ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୬୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୯୩୭ ଏବଂ ସ୍ଥାନୀୟ ସଂକ୍ରମିତ ୬୭୮ ଜଣ ରହିଥିବା ଜଣାଯାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ

ଚାରି ହଜାରରୁ ଅଧିକ ‘ପଡ଼ା’କୁ ମିଳିବ ରାଜସ୍ୱ ଗାଁର ମାନ୍ୟତା

ଭୁବନେଶ୍ବର : ରାଜ୍ୟର ଚାରି ହଜାରରୁ ଅଧିକ ‘ପଡ଼ା’କୁ ନୂଆ ରାଜସ୍ବ ଗାଁର ମାନ୍ୟତା ମିଳିବ। ରାଜସ୍ବ ଗ୍ରାମ ସୃଷ୍ଟି ପାଇଁ ନୂଆ ନିୟମାବଳୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏ ନେଇ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ପତ୍ର

କମୁଛି ସଂକ୍ରମଣ, ଆଜି ରାଜ୍ୟରେ ୧୭୦୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭୦୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୯୮୮ ଏବଂ ସ୍ଥାନୀୟ ସଂକ୍ରମିତ ୭୧୫ ଜଣ ରହିଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫୯, ବାଲେଶ୍ୱର ୮୮, ବରଗଡ ୬, ଭଦ୍ରକ ୭୦, ବଲାଙ୍ଗିର ୩, ବଉଦ ୪

ଆଜି ରାଜ୍ୟରେ ୬୯ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ମଙ୍ଗଳବାର ଗୋଟିଏ ଦିନରେ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ୫୭୦୩କୁ ବୃଦ୍ଧିପାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ସୁନ୍ଦରଗଡ ଜିଲାରୁ ୧୦ ଏବଂ ଅନଗୁଳ

ଆଜି ରାଜ୍ୟରେ ୧୮୩୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୨ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୭୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।