ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୮୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୨୫୮ ଏବଂ ସ୍ଥାନୀୟ ସଂକ୍ରମିତ ୯୨୪ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮୯, ବାଲେଶ୍ୱର ୧୬୧, ବରଗଡ ୧୫, ଭଦ୍ରକ ୭୬, ବଲାଙ୍ଗିରରୁ ୪ ଜଣ!-->…
