Odia News Portal
Browsing Tag

odisha

କେବେ କମିବ କରୋନା କାୟା, ଆଜି ୬୭ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ୬୭ ଜଣକ ମୃତ୍ୟୁ ଘଟିଛି ଫଳରେ ମୋଟ ମୃତ୍ୟୁସଂଖ୍ୟା ୫୫୧୧କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝରରୁ ୧୦, ଅନୁଗୁଳରୁ ୧୦, ସୁନ୍ଦରଗଡରୁ ୬, ପୁରୀରୁ ୫, ଗଞ୍ଜାମ ଓ

ଆଜିଠୁ କମିବ ବର୍ଷା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟର କେତେକ ଜାଗାରେ ପ୍ରବଳ ବର୍ଷା ହୋଇଛି । ଶୁକ୍ରବାର ମଧ୍ୟ ତୁହାକୁ ତୁହା ବର୍ଷା ହୋଇଛି ବିଭିନ୍ନ ସ୍ଥାନରେ । ଅନୁମାନ କରାଯାଉଛି, ଶନିବାରଠାରୁ ଲଘୁଚାପ ପ୍ରଭାବ କମିବା ସହ ବର୍ଷା ବି କ୍ରମଶଃ ହ୍ରାସ ପାଇବ । ତଥାପି କେତେକ ଜାଗାରେ ଭଲ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧୦୮୨ ଏବଂ ସ୍ଥାନୀୟ ସଂକ୍ରମିତ ୭୮୨ ରହିଥିବା ଜଣାଯାଇଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନଗୁଳ ଜିଲାରୁ ୬୯, ବାଲେଶ୍ୱର ୧୧୪, ବରଗଡ ୨୪, ଭଦକ୍ର ୬୫ ଓ

ଆଜି ରାଜ୍ୟରେ ୧୯୧୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୯୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୦୮ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୨୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୮୨୮ ଜଣ ସ୍ଥାନୀୟ ସଂକ୍ରମଣରୁ ବୋଲି ଜଣାପଡିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନା

କମୁନି କରୋନା ମୃତ୍ୟୁ, ଆଜି ରାଜ୍ୟରେ ୬୭ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନା ଜନ୍ଖଚ୍ଛ ମୃତ୍ୟୁ । ପ୍ରତିଦିନ ୬୦ରୁ ଉର୍ଦ୍ଧ୍ୱ ଲୋକଙ୍କ ପ୍ରାଣ ନେଉଛି ମହାମାରୀ । ରାଜ୍ୟରେ ଗୋଟିଏ ଦିନରେ ୬୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦ ଜଣ କରୋନା ରୋଗୀ ରହିଥିବା

ଆଜି ରାଜ୍ୟରେ ୬୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗୋଟିଏ ଦିନରେ ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨ ଜଣ ମୃତକ ରହିଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୨୪୧କୁ ବୃଦ୍ଧିପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ

ପଢ଼ନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ଅପଡେଟ୍‌

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୯୮ ଜଣ ରହିଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ସଂଗରୋଧରୁ ୧୧୧୫ ଓ ସ୍ଥାନୀୟ ସଂକ୍ରମିତ ୮୧୨ ଜଣ ରହିଛନ୍ତି। ଦିନକ ମଧ୍ୟରେ ଅନଗୁଳ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୧୬୪ ଜଣ ନୂଆ କୋଭିଡ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ଦିନକରେ ୩୮,୬୬୦ ଜଣ କୋଭିଡ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ସମୁଦାୟ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୪,୨୧,୬୬୫ରେ ପହଞ୍ଚିଛି। ଦୈନିକ ସଂକ୍ରମଣ ହାର

ଆଜି ରାଜ୍ୟରେ ୧୬୪୮ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଦୀର୍ଘଦିନ ପରେ ଦୈନିକ ସଂକ୍ରମଣରେ କିଛିଟା ହ୍ରାସ ପରିଲକ୍ଷିତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୪୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୯୫୫ ଏବଂ ସ୍ଥାନୀୟ ସଂକ୍ରମିତ ୬୯୩ ଜଣ ରହିଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ