Odia News Portal
Browsing Tag

odisha

ବଢ଼ୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା, ଆଜି ୬୫ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୬୦ ଆକ୍ରାନ୍ତଙ୍କ ମୃତ୍ୟୁ ହେଉଥିବା ଦେଖିବାକୁ ମିଳୁଛି । ରାଜ୍ୟରେ ଗତକାଲି ଦିନକରେ ୬୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୧୪ ଜଣ ପ୍ରାଣ ହରାଇଥିବା ବେଳେ

ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନାର ସ୍ଥିତି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ନୂଆ ୨୩୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୩୪୨ ଏବଂ ସ୍ଥାନୀୟ ସଂକ୍ରମିତ ୯୯୨ ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୬୪, ବାଲେଶ୍ୱର ୧୬୪, ବରଗଡ ୧୭, ଭଦ୍ରକ

ଆଜି ରାଜ୍ୟରେ ୨୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୧୩ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୧୯୩ଟି ହେଉଛି ଲୋକାଲ କେସ୍। ସେହିପରି ରାଜ୍ୟରେ ଆଉ ୬୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂପର୍କିତ ତଥ୍ୟ ପ୍ରଦାନ କରାଯାଇଛି। ନୂତନ

ରାଜ୍ୟରେ ୬୦ ପାର କଲା କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର: କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍ । ୫୦ ଉପରେ କିଛଦିନ ଧରି ମୃତ୍ୟୁ ସଂଖ୍ୟା ରହିଥିବା ବେଳେ ଏବେ ୬୦ ଟପିଛି ମୃତ୍ୟୁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧ ଜଣ ରହିଥିବା

ଆଜି ରାଜ୍ୟରେ ୫୭ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: ଦୈନିକ ସଂକ୍ରମଣ ଦୋଳି ଖେଳୁଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା କିନ୍ତୁ ଥମିବାର ନାଁ ଧରୁନି । ଏବେ କିଛିଦିନ ହେବ ୫୦ ଉପରେ ରହୁଛି ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୋଟ ୨୫୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୭ ଜଣ ପ୍ରାଣ ହରାଇଛନ୍ତି ।ଏହାକୁ

ଆଜି ରାଜ୍ୟରେ ୨୫୪୨ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗୋଟିଏ ଦିନରେ ଗତକାଲି ରାଜ୍ୟରେ ୨୫୪୨ ଜଣ ନୂଆ କୋଭିଡ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୪୫୮ ଓ ସ୍ଥାନୀୟ ସଂକ୍ରମିତ ୧୦୮୪ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲାରୁ ୬୦, ବାଲେଶ୍ୱର ୨୨୧, ବରଗଡ ୧୭, ଭଦ୍ରକ ୧୦୦ ଏବଂ

ଆଜି ରାଜ୍ୟରେ ୨୬୦୨ ପିଜଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୬୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୯୫ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୧୦୭ ହେଉଛି ଲୋକାଲ କେସ୍। ଖୋର୍ଦ୍ଧାରୁ ସର୍ବାଧିକ ୫୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କମୁନି କରୋନା କାୟା, ଦିନକରେ ୫୯ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗୋଟିଏ ଦିନରେ ୫୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହା ଏପର‌୍ୟ୍ୟନ୍ତ ଦିନକରେ ରାଜ୍ୟରେ ସର୍ବାଧିକ କରୋନା ଜନିତ ମୃତ୍ୟୁ ବୋଲି ଜଣାଯାଇଛି । ଅନୁଗୁଳ ଜିଲାରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଥିବାବେଳେ ବରଗଡ ଜିଲାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରେ

ରାଜ୍ୟରେ ଆଜି ୨୪୮୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି । ନୂତନ ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୦୫୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଆଜି ଅନୁଗୁଳରୁ ୭୯,

ଆଜି ବି ରାଜ୍ୟରେ ଅର୍ଦ୍ଧଶତକ ପାର କଲା କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଦିନକରେ ୫୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୯୯କୁ ବୃଦ୍ଧିପାଇଛି। ବରଗଡ ଜିଲାରୁ ୫ ଜଣ କୋଭିଡ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା