Odia News Portal
Browsing Tag

odisha

ଖୋର୍ଦ୍ଧାରୁ ୧୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ । ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୧୧୬କୁ ବୃଦ୍ଧିପାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି।

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ..

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୨୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୩ ଜଣ ଆକ୍ରାନ୍ତ ଥିବା

ପୁଣି ବଢ଼ିଲା ପେଟ୍ରୋଲ ଦର

ନୂଆଦିଲ୍ଲୀ: କେବେ କମିବ ପେଟ୍ରୋଲ? ଲୋକଙ୍କୁ ମିଳିବ ତ୍ରାହି । ଏଭଳି ଚର୍ଚ୍ଚା ଏବେ ସବୁଠି ଲାଗି ରହିଛି । ଦେଶରେ ମହଙ୍ଗାମାଡର ଶିକାର ହେଉଛନ୍ତି ଜନତା । ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେଉଥିବା ବେଳେ ତୈଳ କମ୍ପାନୀ ପକ୍ଷରୁ ଆଜି ପୁଣି ପେଟ୍ରୋଲ ଦରରେ ନିଆଁ ଲାଗିଛି ଅର୍ଥାତ

ରାଜ୍ୟରେ ଆଉ ୬୭ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫ ଜଣ ଅଛନ୍ତି। କଟକ, ଖୋର୍ଦ୍ଧା, ବାଲେଶ୍ୱର ଭଳି କିଛି ଜିଲାରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ହ୍ରାସ ପାଉନଥିବାବେଳେ ଦିନକୁ ଦିନ ମୃତ୍ୟୁ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୮୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୨୫୮ ଏବଂ ସ୍ଥାନୀୟ ସଂକ୍ରମିତ ୯୨୪ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮୯, ବାଲେଶ୍ୱର ୧୬୧, ବରଗଡ ୧୫, ଭଦ୍ରକ ୭୬, ବଲାଙ୍ଗିରରୁ ୪ ଜଣ

ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ଅପଡେଟ୍‌

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୦୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୪୬ ଜଣ

ରାଜ୍ୟରେ ଆଜି ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨ ଜଣ ରହିଛନ୍ତି। ସେହିଭଳି ବରଗଡରୁ ୧୦ ଜଣଙ୍କର ଜୀବନ ଯାଇଛି। ବାଲେଶ୍ୱରରୁ ୮, ସୁନ୍ଦରଗଡରୁ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ

ସାରା ରାଜ୍ୟରେ ଚାଲିବ ବସ୍

ଭୁବନେଶ୍ୱର: ସାରା ରାଜ୍ୟରେ ଚାଲିବ ବସ୍ । ତେବେ କେବଳ ପୁରୀକୁ ଛାଡ଼ିଦେଲେ ବାକି ସମସ୍ତ ଜିଲ୍ଲାରେ ବସ ଚଳାଚଳ ହେବ । ଏଥିଲାଗି କୌଣସି ସମୟ ସୀମା ମଧ୍ୟ ରହିନଥିବା କୁହାଯାଇଛି । ବସରେ ଯେତିକି ସିଟ ସେତିକି ଯାତ୍ରୀ ବସିକି ଯାଇପାରିବେ । ଅଧିକ ଯାତ୍ରୀଙ୍କୁ ମନା କରାଯାଇଛି । ତେବେ ବାହୁଡ଼ା

ରାଜ୍ୟରେ ୨୧୧୦ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୨୧୧୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ୭୨,୩୨୨ ନମୁନା ରାଜ୍ୟରେ ପରୀକ୍ଷା କରାଯାଇଥିବାବେଳେ ସଂକ୍ରମଣ ହାର ୨.୯୨% ରହିଥିବା ଜଣାଯାଇଛି। ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରେ ସଂଗରୋଧରୁ ୧୨୧୩ ଏବଂ ସ୍ଥାନୀୟ ସଂକ୍ରମିତ ୮୯୭

କେବେ କମିବ କରୋନା ମୃତ୍ୟୁ, ରାଜ୍ୟରେ ୬୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧ ଜଣ ରହିଛନ୍ତି। ଏଥିସହିତ ବରଗଡ ଓ ସୁନ୍ଦରଗଡ ଜିଲାରୁ ୧୦ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ସେହିଭଳି ବାଲେଶ୍ୱର ଜିଲାରୁ ୮