Odia News Portal
Browsing Tag

odisha

ରାଜ୍ୟରେ ୬୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ ଏପର୍ଯ୍ୟନ୍ତ କରୋନା ଜନିତ ମୃତ୍ୟୁସଂଖ୍ୟା ୪୭୯୫କୁ ବୃଦ୍ଧିପାଇଛି। ଏହି ସମୟ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ବରଗଡ ଜିଲାରୁ ୧୦ ଜଣ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୧୯୨ ଓ ସ୍ଥାନୀୟ ସଂକ୍ରମିତ ୮୮୨ ଜଣ ରହିଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫୯, ବାଲେଶ୍ୱର ୧୧୫, ବରଗଡ ୩୮, ଭଦ୍ରକରୁ ୧୧୦ ଜଣ ଚିହ୍ନଟ

କମୁନି କରୋନାର ମୃତ୍ୟୁ ତାଣ୍ଡବ, ଆଜି ୬୩ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଦିନକ ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲା ଓ ବଲାଙ୍ଗୀର ଜିଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ବାଲେଶ୍ୱର ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବରଗଡ ଜିଲାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।

ଆଜି ୨ ହଜାର ତଳେ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୯୩ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୧୫୪ ଏବଂ ସ୍ଥାନୀୟ ସଂକ୍ରମିତ ୮୩୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲାରୁ ୫୮, ବାଲେଶ୍ୱର ଜିଲାରୁ ୧୮୧, ବରଗଡ ୧୯,

ବଢ଼ୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା, ଆଜି ୬୫ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୬୦ ଆକ୍ରାନ୍ତଙ୍କ ମୃତ୍ୟୁ ହେଉଥିବା ଦେଖିବାକୁ ମିଳୁଛି । ରାଜ୍ୟରେ ଗତକାଲି ଦିନକରେ ୬୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୧୪ ଜଣ ପ୍ରାଣ ହରାଇଥିବା ବେଳେ

ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନାର ସ୍ଥିତି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ନୂଆ ୨୩୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୩୪୨ ଏବଂ ସ୍ଥାନୀୟ ସଂକ୍ରମିତ ୯୯୨ ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୬୪, ବାଲେଶ୍ୱର ୧୬୪, ବରଗଡ ୧୭, ଭଦ୍ରକ

ଆଜି ରାଜ୍ୟରେ ୨୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୧୩ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୧୯୩ଟି ହେଉଛି ଲୋକାଲ କେସ୍। ସେହିପରି ରାଜ୍ୟରେ ଆଉ ୬୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂପର୍କିତ ତଥ୍ୟ ପ୍ରଦାନ କରାଯାଇଛି। ନୂତନ

ରାଜ୍ୟରେ ୬୦ ପାର କଲା କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର: କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍ । ୫୦ ଉପରେ କିଛଦିନ ଧରି ମୃତ୍ୟୁ ସଂଖ୍ୟା ରହିଥିବା ବେଳେ ଏବେ ୬୦ ଟପିଛି ମୃତ୍ୟୁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧ ଜଣ ରହିଥିବା

ଆଜି ରାଜ୍ୟରେ ୫୭ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: ଦୈନିକ ସଂକ୍ରମଣ ଦୋଳି ଖେଳୁଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା କିନ୍ତୁ ଥମିବାର ନାଁ ଧରୁନି । ଏବେ କିଛିଦିନ ହେବ ୫୦ ଉପରେ ରହୁଛି ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୋଟ ୨୫୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୭ ଜଣ ପ୍ରାଣ ହରାଇଛନ୍ତି ।ଏହାକୁ

ଆଜି ରାଜ୍ୟରେ ୨୫୪୨ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗୋଟିଏ ଦିନରେ ଗତକାଲି ରାଜ୍ୟରେ ୨୫୪୨ ଜଣ ନୂଆ କୋଭିଡ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୪୫୮ ଓ ସ୍ଥାନୀୟ ସଂକ୍ରମିତ ୧୦୮୪ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲାରୁ ୬୦, ବାଲେଶ୍ୱର ୨୨୧, ବରଗଡ ୧୭, ଭଦ୍ରକ ୧୦୦ ଏବଂ