Odia News Portal
Browsing Tag

odisha

ରାଜ୍ୟରେ ୩୦୮୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୩୦୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ କହିଛି । ସେମାନଙ୍କ ମଧ୍ୟରୁ ୧୭୭୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବାବେଳେ ୧୩୧୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଅନୁଗୁଳରୁ ୭୮, ବାଲେଶ୍ବରରୁ ୨୪୬,

ଆଜି ରାଜ୍ୟରେ ପୁଣି ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନାର ମୃତ୍ୟୁ ତାଣ୍ଡବ । ରାଜ୍ୟରେ ଗୋଟିଏ ଦିନରେ ୪୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫

ଆରମ୍ଭ ହେଲା ଅନଲକ୍ : ଖୋଲିବ ସବୁ ଦୋକାନ, ବନ୍ଦ ରହିବ ମଲ୍‌, ସ୍ପା, ବିଉଟି ପାର୍ଲର

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଅନଲକ୍ ପ୍ରକ୍ରିୟା । ଏନେଇ ଘୋଷଣା କରିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସମଗ୍ର ରାଜ୍ୟର ସଂକ୍ରମଣ ହାରକୁ ୨ଟି ଭାଗରେ ବିଭକ୍ତ କରି ରାଜ୍ୟ ସରକାର ଅନଲକ୍ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ସଂକ୍ରମଣ ହାର ୫ ପ୍ରତିଶତ ତଳେ ରହଥିବା ୨୦ଟି

ଆଜି ରାଜ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି କରୋନା ସଂକ୍ରମଣ । କେତେବେଳେ ଉପର ମୁହାଁ ହେଉଛି ତ ଆଉ କେତେବେଳେ ତଳମୁହାଁ । ଗତକାଲି ୩ହଜାର ତଳେ ଆକ୍ରାନ୍ତଙ୍କ ସଂଖ୍ୟା ଥିବାବେଳେ ଆଜି ୩ହଜାର ଡେଇଁଛି ସଂକ୍ରମଣ ହାର । ଗତ ୨୪ ଘଣ୍ଟାରେ ୩୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ

କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ୪୮ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ । ଗତ ୨୪ ଘଣ୍ଟାରେ ୪୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଓଡ଼ିଶାରେ ଗୋଟିଏ ଦିନରେ ୪୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦୧୮କୁ ବୃଦ୍ଧିପାଇଛି । କରୋନା ମୃତ୍ୟୁରେ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୪୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଦୈନିକ କରୋନା ସଂକ୍ରମଣରେ ହ୍ରାସ ପରିଲକ୍ଷିତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ୨୬୪୦ ଜଣ ନୂଆ କରୋସଂ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୫୧୭ ଓ ସ୍ଥାନୀୟ ସଂକ୍ରମିତ ୧୧୨୩ ଜଣ ରହିଛନ୍ତି । ଅନୁଗୁଳ ଜିଲାରୁ ୮୯ ଜଣ ନୂଆ ସଂକ୍ରମିତ

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌, ଆଜି ୪୦ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ହାର କମିବାକୁ ଲାଗୁଥିଲେ ସୁଦ୍ଧା ମୃତ୍ୟୁରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ୪୦ ମୁଣ୍ଡନେଲା ମହାମାରୀ । ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା

ଓଡ଼ିଶାରେ ଉପବବ୍ଧ ସ୍ପୁଟିନିକ୍‌-ଭି ଟିକା

ଭୁବନେଶ୍ୱର: କରୋନା ବିରୋଧରେ ସାରା ବିଶ୍ୱରେ ଚାଲିଛି ଲଢ଼େଇ । ତେବେ ଲୋକେ ଟିକାକୁ ମୁଖ୍ୟ ଅସ୍ତ୍ର ଭାବେ ବ୍ୟବହାର କରୁଛନ୍ତି । ଭାରତରେ କୋଭାକ୍ସିନ ଓ କୋଭିସିଲ୍ଡ ଟିକା ଦିଆଯାଉଛି । ଦୁଇଟି ଡୋଜ ଲେଖାଏଁ ଟିକା ଦିଆଯାଉଛି । ତେବେ ଓଡ଼ିଶାରେ ଉପଲବ୍ଧ ହେଉଛି ଋଷିଆ ଟିକା ସ୍ପୁଟିନିକ୍‌-ଭି ।

ନକଲି ମେଡିସିନ ମାମଲା, ଜାମିନ ଶୁଣାଣୀ ଘୁଞ୍ଚିଲା

ଭୁବନେଶ୍ୱର: ନକଲି ମେଡିସିନ କାରବାରକୁ ନେଇ ୪ଜଣଙ୍କ ନାମରେ ହୋଇଥିବା ମାମଲାର ଶୁଣାଣୀ ଘୁଞ୍ଚିଲା । ଦୌରାଜଜ କୋର୍ଟରେ ଶୁଣାଣୀ ଆସନ୍ତା ୫ ତାରିଖକୁ ଘୁଞ୍ଚିଲା । କ୍ରାଇମବ୍ରାଞ୍ଚ କେସ ଡାଏରୀ ଦେଇନପାରିବାରୁ ଶୁଣାଣୀ ଘୁଞ୍ଚିଥିବା ସୂଚନା ମିଳିଛି । ସୂଚନା ଥାଉକି, ବିପୁଳ ପରିମାଣରେ ରାଜ୍ୟରେ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୧୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଆଉ ୩୩୧୯ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧୮୯୬ ଓ ସ୍ଥାନୀୟ ସଂକ୍ରମିତ ୧୪୨୩ ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲାରୁ ୧୧୬, ବାଲେଶ୍ୱର ୩୯୭, ବରଗଡ ୪୭,