Odia News Portal
Browsing Tag

odisha

ଆଜି ରାଜ୍ୟରେ ୨୬୦୨ ପିଜଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୬୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୯୫ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୧୦୭ ହେଉଛି ଲୋକାଲ କେସ୍। ଖୋର୍ଦ୍ଧାରୁ ସର୍ବାଧିକ ୫୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କମୁନି କରୋନା କାୟା, ଦିନକରେ ୫୯ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗୋଟିଏ ଦିନରେ ୫୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହା ଏପର‌୍ୟ୍ୟନ୍ତ ଦିନକରେ ରାଜ୍ୟରେ ସର୍ବାଧିକ କରୋନା ଜନିତ ମୃତ୍ୟୁ ବୋଲି ଜଣାଯାଇଛି । ଅନୁଗୁଳ ଜିଲାରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଥିବାବେଳେ ବରଗଡ ଜିଲାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରେ

ରାଜ୍ୟରେ ଆଜି ୨୪୮୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି । ନୂତନ ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୦୫୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଆଜି ଅନୁଗୁଳରୁ ୭୯,

ଆଜି ବି ରାଜ୍ୟରେ ଅର୍ଦ୍ଧଶତକ ପାର କଲା କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଦିନକରେ ୫୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୯୯କୁ ବୃଦ୍ଧିପାଇଛି। ବରଗଡ ଜିଲାରୁ ୫ ଜଣ କୋଭିଡ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ପୂରା ରାଜ୍ୟରୁ ୨୮୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ରହିଥିବାବେଳେ ପଛକୁ ରହିଛି କଟକ । ଉଭୟ ଜିଲ୍ଲାରେ ୪୦୦ ଉପରେ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି । ନୂତନ ସଂକ୍ରମିତଙ୍କ ମଧ୍ୟରେ

ଆଜି ୫୦ ପାର କଲା କରୋନା ଜନିତ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହାର କମୁଥିବା ବେଳେ ମୃତ୍ୟୁରେ ଲାଗୁନି ବ୍ରେକ । ପ୍ରତିଦିନ ୪୦ ଉପରେ ଆକ୍ରାନ୍ତଙ୍କ ମୃତ୍ୟୁ ହେଉଥିବା ବେଳେ ଆଜି ୫୨ ଜଣ ଆକ୍ରାନ୍ତଙ୍କ ପ୍ରଣ ନେଇଛି ମହାମାରୀ । ଯାହା ଏପର‌୍ୟ୍ୟନ୍ତ ଗୋଟିଏ ଦିନରେ ପ୍ରାଣ ହରାଇଥିବା କରୋନା ଆକ୍ରାନଙ୍କ ମଧ୍ୟରେ

ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲାରେ ଘଡ଼ଘଡ଼ି ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଘଡ଼ଘଡି ସହ ବର୍ଷା ସମ୍ଭାବନା । କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ଝରସୁଗୁଡ଼ା, ବରଗଡ଼,ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ,ବାଲେଶ୍ବର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ

ଆଜି ରାଜ୍ୟରେ ୨୮୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬୫୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୧୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୪୦ ଜଣ ଆକ୍ରାନ୍ତ

ଆଜି ରାଜ୍ୟରେ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦ ଉପରେ ରହୁଛି। କ୍ରମାଗତ ଭାବରେ କିଛିଦିନ ହେଲା ୪୦ରୁ ଅଧିକ ସଂକ୍ରାମିତଙ୍କର ମୃତ୍ୟୁ ଘଟୁଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣଙ୍କର ପ୍ରାଣହାନି ଘଟିଛି। ଅନୁଗୁଳ ଜିଲାରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା

ଓଡ଼ିଶା ଆସିବ କେନ୍ଦ୍ରୀୟ କୋଭିଡ୍ ଟିମ୍‌

ଭୁବନେଶ୍ୱର: ଦେଶରେ ତଳମୁହାଁ କରୋନା ମିଟର । ତେବେ ମୃତ୍ୟୁରେ ଲାଗୁନି ବ୍ରେକ । ସେପଟେ ସ୍ଥିତି ଅନୁଧ୍ୟାନ ଲାଗି ଓଡ଼ିଶା ଆସିବ କେନ୍ଦ୍ରୀୟ କୋଭିଡ୍ ଟିମ୍ । କୋଭିଡ୍ ନିୟନ୍ତ୍ରଣ ଓ କଣ୍ଟେନମେଣ୍ଟ ଜୋନ୍ ଅନୁଧ୍ୟାନ ପାଇଁ ଏହି ଟିମ୍ ଆସିବେ । ତେବେ ଓଡ଼ିଶା ସହ କେରଳ,ଅରୁଣାଞ୍ଚଳ ପ୍ରଦେଶ,