Odia News Portal
Browsing Tag

odisha

ରାଜଧାନୀରେ ଶହେ ପାର ହେଲା ପେଟ୍ରୋଲ ଦର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶହେ ପାରକଲା ପେଟ୍ରୋଲ ଦର । କରୋନା ସମୟରେ ବଢ଼ି ଚାଲିଛି ପେଟ୍ରୋଲ ଦର । ଫଳରେ ଏହାକୁ ନେଇ ଜନସାଧାରଣଙ୍କ ଚିନ୍ତା ବଢ଼ି ଯାଇଛି । ଗୋଟିଏ ପଟେ କରୋନା ସମସ୍ତଙ୍କର ଜୀବିନ ଜୀବିକା ଛଡ଼ାଇ ନେଇଥିବା ବେଳେ ଏହି ସମୟରେ ପୁଣି ତୈଳ ଦର ବୃଦ୍ଧି ଜନତାଙ୍କ ଉପରେ

୨୩ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଆସନ୍ତା ୨୪ ଘଂଟା ମଧ୍ୟରେ ୫ ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ନୟାଗଡ , କଟକ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ

ରାଜ୍ୟରେ ୪୬ ମୁଣ୍ଡନେଲା ମହାମରୀ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୪୦ ଉପରେ ରହୁଛି ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୪୬ ଆକ୍ରାନ୍ତଙ୍କ ପ୍ରାଣନେଇଛି ମହାମାରୀ । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪ ହଜାର ୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ

ରାଜ୍ୟରେ ଦିନକରେ ୩୨୨୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨୨ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧୮୩୮ ଓ ସ୍ଥାନୀୟ ସଂକ୍ରମିତ ୧୩୮୪ ଜଣ ରହିଥିବା ଜଣାଯାଇଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୯୧, ବାଲେଶ୍ୱର ୨୦୮, ବରଗଡ ୨୪, ଭଦ୍ରକ ୧୪୧,

ରାଜ୍ୟରେ ୩୦୮୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୩୦୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ କହିଛି । ସେମାନଙ୍କ ମଧ୍ୟରୁ ୧୭୭୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବାବେଳେ ୧୩୧୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଅନୁଗୁଳରୁ ୭୮, ବାଲେଶ୍ବରରୁ ୨୪୬,

ଆଜି ରାଜ୍ୟରେ ପୁଣି ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନାର ମୃତ୍ୟୁ ତାଣ୍ଡବ । ରାଜ୍ୟରେ ଗୋଟିଏ ଦିନରେ ୪୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫

ଆରମ୍ଭ ହେଲା ଅନଲକ୍ : ଖୋଲିବ ସବୁ ଦୋକାନ, ବନ୍ଦ ରହିବ ମଲ୍‌, ସ୍ପା, ବିଉଟି ପାର୍ଲର

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଅନଲକ୍ ପ୍ରକ୍ରିୟା । ଏନେଇ ଘୋଷଣା କରିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସମଗ୍ର ରାଜ୍ୟର ସଂକ୍ରମଣ ହାରକୁ ୨ଟି ଭାଗରେ ବିଭକ୍ତ କରି ରାଜ୍ୟ ସରକାର ଅନଲକ୍ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ସଂକ୍ରମଣ ହାର ୫ ପ୍ରତିଶତ ତଳେ ରହଥିବା ୨୦ଟି

ଆଜି ରାଜ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି କରୋନା ସଂକ୍ରମଣ । କେତେବେଳେ ଉପର ମୁହାଁ ହେଉଛି ତ ଆଉ କେତେବେଳେ ତଳମୁହାଁ । ଗତକାଲି ୩ହଜାର ତଳେ ଆକ୍ରାନ୍ତଙ୍କ ସଂଖ୍ୟା ଥିବାବେଳେ ଆଜି ୩ହଜାର ଡେଇଁଛି ସଂକ୍ରମଣ ହାର । ଗତ ୨୪ ଘଣ୍ଟାରେ ୩୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ

କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ୪୮ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ । ଗତ ୨୪ ଘଣ୍ଟାରେ ୪୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଓଡ଼ିଶାରେ ଗୋଟିଏ ଦିନରେ ୪୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦୧୮କୁ ବୃଦ୍ଧିପାଇଛି । କରୋନା ମୃତ୍ୟୁରେ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୪୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଦୈନିକ କରୋନା ସଂକ୍ରମଣରେ ହ୍ରାସ ପରିଲକ୍ଷିତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ୨୬୪୦ ଜଣ ନୂଆ କରୋସଂ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୫୧୭ ଓ ସ୍ଥାନୀୟ ସଂକ୍ରମିତ ୧୧୨୩ ଜଣ ରହିଛନ୍ତି । ଅନୁଗୁଳ ଜିଲାରୁ ୮୯ ଜଣ ନୂଆ ସଂକ୍ରମିତ