କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍, ଆଜି ୪୦ ମୁଣ୍ଡନେଲା ମହାମାରୀ
ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ହାର କମିବାକୁ ଲାଗୁଥିଲେ ସୁଦ୍ଧା ମୃତ୍ୟୁରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ୪୦ ମୁଣ୍ଡନେଲା ମହାମାରୀ । ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା!-->…
