Odia News Portal
Browsing Tag

odisha

ଓଡ଼ିଶାରେ ଏକକୋଟି ପାର କଲା ଟିକାଦାନ

ଭୁବନେଶ୍ୱର:ଟିକାକରଣ କ୍ଷେତ୍ରରେ ଓଡ଼ିଶାର ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଜାନୁଆରୀ ୧୬ ତାରିଖରୁ ଆରମ୍ଭ ହୋଇଥିବା ଟିକାଦାନ ଅଭିଯାନରେ ଏ ପର୍ଯ୍ୟନ୍ତ ଏକ କୋଟି ପାନରୁ ଅଧିକ ଟିକା ଦେବାରେ ରାଜ୍ୟ ସଫଳତା ହାସଲ କରିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଢ଼ଙ୍ଗୀ । କୋଭିଡ ଟିକାକେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ବିବାଦକୁ ନେଇ ମୁହଁ ଖୋଲିଛନ୍ତି ପ୍ରତାପ । ସେ କହିଛନ୍ତି ଏଭଳି କାର୍ଯ୍ୟ ଅତ୍ୟନ୍ତ ଗୃଣ୍ୟମାନର । ଟିକାକେନ୍ଦ୍ରରେ ନବୀନଙ୍କ

ଆଜି ଆନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ୱର: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଯୋଗ ସାଧନ ଦ୍ୱାରା ମନୁଷ୍ୟ ଦୀର୍ଘ ଜୀବନ ପ୍ରାପ୍ତ ହୁଏ। ସୁତରାଂ ବିଶ୍ୱସ୍ତରରେ ଏହି ଦିବସ ପାଳନ ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ୨୦୧୪ ସେପ୍ଟେମ୍ବର ୨୭ରେ ଜାତିସଂଘରେ ପ୍ରସ୍ତାବ ରଖିଥିଲେ। ସେ କହିଥିଲେ, ଯୋଗ ଭାରତର ପ୍ରାଚୀନ

ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ଅପଡେଟ୍‌

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି ଦୈନିକ ସଂକ୍ରମଣ ହାର । ତେବେ ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୭୩୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ

ଆସନ୍ତାକାଲିଠୁ କ୍ୟାମ୍ପେନ ମୋଡରେ ଟିକାକରଣ

ଭୁବନେଶ୍ୱର: ଆସନ୍ତାକାଲିଠାରୁ କ୍ୟାମ୍ପେନ ମୋଡରେ ଦିଆଯିବ ଟିକା । କେନ୍ଦ୍ର ସରକାରଙ୍କ ଟିକା ନୀତି ଅନୁଯାୟୀ ଆସନ୍ତାକାଲିଠାରୁ ଟିକାକରଣ କରାଯିବ । କେନ୍ଦ୍ର ସରକାର ଦେଇଥିବା ଟିକା ରାଜ୍ୟ ଆଣିଥିବା ଟିକା ଦିଆଯିବ । ସମସ୍ତ ବ୍ଲକ ଓ ମୁନୁିସପାଲଟି ଅଞ୍ଚଳରେ ଟିକାକରଣ କରାଯିବ । ଜିଲ୍ଲାପାଳ

ଆଜି ରାଜ୍ୟରେ ୪୦ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହାର କମିଥିଲେ ସୁଦ୍ଧା ମୃତ୍ୟୁହାର କମିବାର ନାଁ ଧରୁନି । ଆଜି ରାଜ୍ୟରେ ୪୦ଜଣଙ୍କ ମୃତ୍ୟୁ ହୋଇଛି । କଟକ ଓ ବରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ମୃତ୍ୟୁବରଣ

ରାଜ୍ୟରେ ୪୨ ମୁଣ୍ଡନେଲା ମହାମାରୀ କରୋନା

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି

ଦୀପଗ୍ରେସଙ୍କୁ ଅଲମ୍ପିକ ଟିକେଟ୍‌

ଭୁବନେଶ୍ୱର: ଟୋକିଓ ଅଲମ୍ପିକ ଲାଗି ଓଡ଼ିଆ ଝିଅ ଦୀପଗ୍ରେସ ଏକ୍କାଙ୍କୁ ଟିକଟେ ମିଳିଛି । ଆଜି ଏହି ଗସ୍ତ ଲାଗି ୧୬ ଜଣିଆଁ ଟିମ୍ ଘୋଷଣା ହୋଇଛି । ଦଳରେ ଏକମାତ୍ର ଓଡ଼ିଆ ଝିଅ ଭାବେ ଦୀପଗ୍ରେସ୍‌ଙ୍କୁ ଟିକେଟ୍ ମିଳିଛି । ପୂବରୁ ରିଓ ଅଲମ୍ପିକରେ ମଧ୍ୟ ତାଙ୍କୁ ଦଳରେ ସ୍ଥାନ ମିଳିଥିଲା । ତେବେ ସେ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ…

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କରୋନାର ପ୍ରକୋପ କମିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏହା ଫଳରେ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

ବେଉସା ବୁଡେଇ ଦେଇଛି ମହାମାରୀ କରୋନା

କାଲିମେଳା: ବେଉସା ବୁଡାଇ ଦେଲା ମହାମାରୀ । ଦୁର୍ଦ୍ଦିନରେ କୁମ୍ଭାର ପରିବାର । ଲକଡାଉନରେ ହାତ ବାନ୍ଧି ବସିଛନ୍ତି ମାଟି ବିଶ୍ୱକର୍ମା । ମାଲକାନଗିରି ଜିଲ୍ଲା ପାଣ୍ଡ୍ରିପାଣି ପଂଚାୟତ କୁମ୍ଭାରଗୁଡା ଗାଁରେ ବସବାସ କରନ୍ତି ୫୦ରୁ ଅଧିକ କୁମ୍ଭାର ପରିବାର । କିନ୍ତୁ ଲକ୍ ଡାଉନ ଏମାନଙ୍କ ଜୀବନ