Odia News Portal
Browsing Tag

odisha

ରାଜ୍ୟରେ ୪୨ ମୁଣ୍ଡନେଲା ମହାମାରୀ କରୋନା

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି

ଦୀପଗ୍ରେସଙ୍କୁ ଅଲମ୍ପିକ ଟିକେଟ୍‌

ଭୁବନେଶ୍ୱର: ଟୋକିଓ ଅଲମ୍ପିକ ଲାଗି ଓଡ଼ିଆ ଝିଅ ଦୀପଗ୍ରେସ ଏକ୍କାଙ୍କୁ ଟିକଟେ ମିଳିଛି । ଆଜି ଏହି ଗସ୍ତ ଲାଗି ୧୬ ଜଣିଆଁ ଟିମ୍ ଘୋଷଣା ହୋଇଛି । ଦଳରେ ଏକମାତ୍ର ଓଡ଼ିଆ ଝିଅ ଭାବେ ଦୀପଗ୍ରେସ୍‌ଙ୍କୁ ଟିକେଟ୍ ମିଳିଛି । ପୂବରୁ ରିଓ ଅଲମ୍ପିକରେ ମଧ୍ୟ ତାଙ୍କୁ ଦଳରେ ସ୍ଥାନ ମିଳିଥିଲା । ତେବେ ସେ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ…

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କରୋନାର ପ୍ରକୋପ କମିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏହା ଫଳରେ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

ବେଉସା ବୁଡେଇ ଦେଇଛି ମହାମାରୀ କରୋନା

କାଲିମେଳା: ବେଉସା ବୁଡାଇ ଦେଲା ମହାମାରୀ । ଦୁର୍ଦ୍ଦିନରେ କୁମ୍ଭାର ପରିବାର । ଲକଡାଉନରେ ହାତ ବାନ୍ଧି ବସିଛନ୍ତି ମାଟି ବିଶ୍ୱକର୍ମା । ମାଲକାନଗିରି ଜିଲ୍ଲା ପାଣ୍ଡ୍ରିପାଣି ପଂଚାୟତ କୁମ୍ଭାରଗୁଡା ଗାଁରେ ବସବାସ କରନ୍ତି ୫୦ରୁ ଅଧିକ କୁମ୍ଭାର ପରିବାର । କିନ୍ତୁ ଲକ୍ ଡାଉନ ଏମାନଙ୍କ ଜୀବନ

୭ ଜିଲ୍ଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ ନୂଆପଡ଼ା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ

କମୁଛି କରୋନା କାୟା, ରାଜ୍ୟରେ ୩ହଜାର ୪୦୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । କମୁଛି କରୋନାର କାୟା । ଦିନକରେ ଚିହ୍ନଟ ହେଲେ ୩ହଜାର ୪୦୫ ନୂଆ ସଂକ୍ରମିତ । ସେହିପରି ରାଜ୍ୟରେ ଆଉ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ୩୪୦୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୨ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୪୬୩ଟି ହେଉଛି

୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୂ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ତେବେ ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୮ଟି

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

ଭୁବନେଶ୍ୱର: କରୋନା ମହାମାରୀ ଲାଗି ବନ୍ଦ ହୋଇ ରହିଥିବା ଐତିହ୍ୟସ୍ଥଳୀ ଖୋଲିବ । ଆସନ୍ତା ୧୬ ତାରିଖରୁ ଏହି ଐତିହ୍ୟସ୍ଥଳୀ ଖୋଲାଯିବ । ପତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ । ଆସନ୍ତା ୧୬ ତାରିଖରୁ ଖୋଲିକା ନେଇ ଏଏସଆଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।

ଆଜି ପହିଲି ରଜ

ଭୁବନେଶ୍ୱର: ବନସ୍ତେ ଡାକିଲା ଗଜ.. ବରଷକେ ଥରେ ଆସିଛି ରଜ.. ଆସିଛି ରଜର ହୁଅ ବେଗେ ସଜବାଜ । ଆଜି ହେଉଛି ପହିଲି ରଜ । ଝିଅମାନେ ସଜବାଜ ତ ହୋଇଛନ୍ତି ହେଲେ ଚଳିତ ବର୍ଷ ଫିକା ପଡ଼ିଛି ଓଡ଼ିଶାର ଏହି ଗଣପର୍ବ ରଜ । କରୋନା କଟକଣା ଲାଗି ଟିକେ ଫିକା ପଡ଼ିଛି ଏହି ପର୍ବ । ତେବେ ଗାଁ ଗହଳିରେ ଲୋକେ

କାରଖାନାରେ ଲାଗୁଛି ଯନ୍ତ୍ରୀଙ୍କ ପସନ୍ଦର ୱାଟର ଓ ଏୟାର ଆନାଲାଇଜର

ପ୍ରଦୂଷଣ ବୋର୍ଡର ପ୍ରଦୂଷିତ କାରବାର ଭୁବନେଶ୍ୱର : ଶିଳ୍ପ ସଂସ୍ଥାରେ ପ୍ରଦୂଷଣ ହ୍ରାସ ପାଇଁ ଲାଗୁଥିବା ଜଳ ଓ ବାୟୁ ଗୁଣବତ୍ତା ବିଶ୍ଲେଷଣକାରୀ ( ୱାଟର ଆଣ୍ଡ ଏୟାର ଆନାଲାଇଜର) ଯନ୍ତ ବ୍ୟବହାରକୁ ନେଇ ଏବେ ଆଲୋଚନା । ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଅଧିକାରୀ ନିର୍ଦ୍ଦିଷ୍ଟ କମ୍ପାନୀର