Odia News Portal
Browsing Tag

odisha

ଓଡ଼ିଶାରେ ଇସିଏମଓ ଚିକିତ୍ସା ଲାଗି ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର: ଇସିଏମଓ ଚିକିତ୍ସା ଲାଗି ବାହାର ରାଜ୍ୟକୁ ଯାଉଛନ୍ତି ରୋଗୀ । କରୋନାରେ ଜଟିଳତାରେ ଚିକତ୍ସିତ ରୋଗୀଙ୍କୁ କୋଲକାତା,ହାଇଦ୍ରାବାଦ ଓ ଚେନ୍ନାଇ ନିଆଯଉଛି । ତେବେ ଓଡ଼ିଶାରେ ଇସିଏମଓ ଚିକତ୍ସା ଲାଗି ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରାକାର । ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ରାଜ୍ୟରେ

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉକ୍ତ କ୍ୟାବିନେଟରେ ୧୦ରୁ ଊର୍ଦ୍ଧ୍ବ ପ୍ରସ୍ତାବକୁ ଅନୁମୋଦନ ମିଳିବାର ରହିଛି। ଏଥିରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)

ଆଜି ୪୩ଜଣଙ୍କ ମୁଣ୍ଡନେଲା କରୋନା

ଭୁବନେଶ୍ୱର: ଦୈନିକ ସଂକ୍ରମଣ ହାର କମୁଥିବାବେଳେ କମୁନି ମୃତ୍ୟୁ ସଂଖ୍ୟା । ଆଜି ରାଜ୍ୟରେ ୪୩ଜଣଙ୍କ କରୋନାଜନିତ ମୃତ୍ୟୁ ହୋଇଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ହଜାର ୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୩୯୭ ଜଣ ପଜିଟିଭ ଓ ସ୍ଥାନୀୟ

ଏସଟିଏଫର ୨୭ ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର: ସଶକ୍ତ ହେବ ଏସଟିଏଫ୍ । ୨୭ ନୂଆ ପଦବୀ ଲାଗି ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଦବୀ । ନିଶା କାରବାର କରୁଥିବା ବ୍ୟବସାୟୀ ଦିଆଯାଇଛି ଚେତାବନୀ । ହୋଇଯାଅ ସାବଧାନ । ନହେଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ୨୭ଟି ନୂଆ ପଦବୀ ସୃଷ୍ଟି ଲାଗି ସରକାର ମଞ୍ଜୁରୀ ଦେଇଥିବା

ତଳମୁହାଁ କରୋନା ମିଟର, ଆଜି ୫୮୯୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭାଙ୍ଗଛି କରୋନାର ଚେନ୍ । ଆଜି ୬ହହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୮୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୬୪ଜଣ ପଜିଟିଭ

୧୫ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ କାଳ ବୈଶାଖୀ ଓ ବର୍ଷା ରହିଥିବା କାରଣରୁ ୧୫ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଦେଲା ପାଣିପାଗ ବିଭାଗ । ଏହି ୧୫ଟି ଜିଲ୍ଲା ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା ଜିଲ୍ଲାରେ ବର୍ଷା ଆଶଙ୍କା କରାଯାଇଛି ।

ଆଜି କଟକରୁ ସର୍ବାଧିକ ୬୪୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଖୋର୍ଦ୍ଧାକୁ ଅତିକ୍ରମ କରିଛି କଟକ । ଆଜି କଟକରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ କିଛିଦିନ ହେବ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିଲେ । ତେବେ ଆଜି କଟକରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା

କଳାବଜାରୀଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୫ା୫: ଲକଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ବେଅ ।ଇନ ମହଜୁଦ ଓ କଳାବଜାରୀ ଉପରେ ରାଜ୍ୟ ସରକାର କଡ଼ା ନଜର ରଖିଛନ୍ତି । ଏଥି ନିମନ୍ତେ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହିତ ଜିଲ୍ଲା ଯୋଗାଣ ଅଧିକାରୀମାନେ ଓ ଅନ୍ୟ କ୍ଷେତ୍ର ଅଧିକାରୀମାନେ ନିଜେ ଜିଲ୍ଲାରେ ବୁଲିବା ସହ ବେଅ

ପରୀକ୍ଷା ବାତିଲ ଦାବିରେ +୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଭୁବନେଶ୍ୱର : +୨ ପରୀକ୍ଷା ବାତିଲ ଦାବିରେ ପୁଣି ରାଜରାସ୍ତାରେ ଛାତ୍ରଛାତ୍ରୀ । ମହାତ୍ମାଗାନ୍ଧୀ ମାର୍ଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଛାତ୍ରଛାତ୍ରୀ । ଦଶମ ଶ୍ରେଣୀ ପରିକ୍ଷା ବାତିଲ ହୋଇଥିବା ବେଳେ +୨ ପରୀକ୍ଷା କାହିଁକି ବାତିଲ ହେବ ନାହିଁ ବୋଲି ଛାତ୍ରଛାତ୍ରୀ ପ୍ରଶ୍ନ କରିଛନ୍ତି ।