Odia News Portal
Browsing Tag

odisha

କୋଭିଡ୍ ମୁକାବିଲା ପାଇଁ ୫ ଜିଲ୍ଲାରେ ୧୭ ଓଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସାଙ୍ଘାତିକ ସ୍ଥିତି ଧାରଣ କଲାଣି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ବୃଦ୍ଧି ପାଉଥିବା ୫ ଜିଲ୍ଲା ପାଇଁ ସରକାର ୧୭ ଓଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦେଇଛନ୍ତି । ଏମାନେ ଜିଲ୍ଲା ପ୍ରଶାସନ ଅଧୀନରେ କୋଭିଡ୍‌ ମୁକାବିଲା ପାଇଁ କାମ କରିବେ । ବଲାଙ୍ଗୀର

ନୀତି ଆୟୋଗ ତାଲିକାରେ ଗଜପତି ଶ୍ରେଷ୍ଠ

ଭୁବନେଶ୍ୱର: ନବୀନ ସରକାରଙ୍କ କାର୍ଯ୍ୟକୁ ପୁଣି ଜାତୀୟ ସ୍ତରରେ ସ୍ୱୀକୃତି । କେନ୍ଦ୍ର ସରକାରଙ୍କ ନୀତି ଆୟୋଗ ଦ୍ୱାରା ଉନ୍ନତ ଭିତ୍ତିଭୂମି ମାନ୍ୟତା ତାଲିକାରେ ପ୍ରଥମ ତିନିଟି ସ୍ଥାନରେ ରହିଛନ୍ତି ଓଡିଶାର ତିନିଟି ଜିଲ୍ଲା । ନୀତି ଆୟୋଗ ତାଲିକାରେ ଦେଶର ଶ୍ରେଷ୍ଠ ୫ଟି ଜିଲ୍ଲା ମଧ୍ୟରେ

ପୁରୀ ସମୁଦ୍ରରେ ଭାସିଗଲେ ଯୁବକ

ପୁରୀ: ପୁରୀ ସମୁଦ୍ରରେ ଗାଧୋଇବା ସମୟରେ ଭାସିଗଲେ ପର୍ଯ୍ୟଟକ । ଅସାବଧାନତା କାରଣରୁ ଗାଧୋଇବା ସମୟରେ ଭାସିଯାଇ ପର୍ଯ୍ୟଟକ ଜଣଙ୍କ ନିଖୋଜ ହୋଇଛନ୍ତି । ସମୁଦ୍ରରେ ଗାଧୋଉଥିବା ବେଳେ ଭାସିଗଲେ ୭ ପର୍ଯ୍ୟଟକ। ତେବେ ସେମାନଙ୍କ ମଧ୍ୟରୁ ୬ ଜଣଙ୍କୁ ସ୍ଥାନୀୟ ନୋଳିଆମାନେ ଉଦ୍ଧାର କରିଥିବା ବେଳେ ଆଉ

ଆଉ ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗତା ଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ