Odia News Portal
Browsing Tag

odisha

ଆଜି ସୂର୍ଯ୍ୟ ପରାଗ

ଭୁବନେଶ୍ୱର: ଆଜି ବର୍ଷର ପ୍ରଥମ ଓ ଶେଷସୂର୍ଯ୍ୟ ପରାଗ । ତେବେ ଭାରତରେ ଏହା ଆଶିଂକ ଭାବରେ ଦୃଶ୍ୟମାନ ହେବ । କେବଳ ଲଦାଖ ଓ ଅରୁଣାଞ୍ଚଳ ପ୍ରଦେଶରେ ଏହା ଦୃଶ୍ୟମାନ ହେବ ବୋଲି ପୂର୍ବାନୁମାନ କରାଯାଇଛି । ଜମ୍ମୁ ଓ କାଶ୍ମୀରରେ ଖୁବ୍ କମ୍ ଅଂଚଳରେ ୧୦ ପ୍ରତିଶତରୁ କମ୍ ଆଂଶିକ ସୂର୍ଯ୍ୟ ପରାଗ

ଆଜି ୬ହଜାର ୯୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ୬,୦୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି । ନୂତନ ସଂକ୍ରମିତଙ୍କ ମଧ୍ୟରୁ ୩୪୪୬ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବାବେଳେ ୨୬୫୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୧୭ ଜଣ

କରୋନାର ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବେ

ଭୁବନେଶ୍ୱର: କରୋନାର ଦ୍ୱିତୀୟ ଲହର ସରିନଥିବା ବେଳେ ତୃତୀୟ ଲହରକୁ ନେଇ ଆସିଛି ବଡ଼ ଖବର । କରୋନାର ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହୋଇପାରନ୍ତି । ପ୍ରଥମ ଲହରରେ ମଧ୍ୟ ଶିଶୁମାନେ କରୋନାରେ ପୀଡିତ ଥିଲେ । ଦ୍ୱିତୀୟ ଲହରେ ଶିଶୁମାନେ କରୋନା ପଜିଟଭ ଚିହ୍ନଟ ହୋଇଛନ୍ତି । ଭବିଷ୍ୟତରେ

ଆଇପିଏସ୍ ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର: ଆଇପିଏସ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର । ହିଂମାଶୁ ଲାଲ ହେଲେ ପୂର୍ବାଞ୍ଚଳ ଆଇଜି । ଦିପ୍ତେଶ ପଟ୍ଟନାୟକ ହେଲେ ଜେଲ ବିଭାଗ ଆଇଜି । ନରସିଂହ ଭେଳ ହେଲେ କେନ୍ଦ୍ରାଞ୍ଚଳ ଆଇଜି । ଦୀପକ କୁମାର ହେଲେ ଉତ୍ତରାଞ୍ଚଳ ଡିଆଇଜି । ରାଜ କିଶୋର ପାଇକରାୟଙ୍କୁ ଦେବଗଡ଼ ଏସପି ଭାବରେ

ଓଡ଼ିଶାରେ ଇସିଏମଓ ଚିକିତ୍ସା ଲାଗି ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର: ଇସିଏମଓ ଚିକିତ୍ସା ଲାଗି ବାହାର ରାଜ୍ୟକୁ ଯାଉଛନ୍ତି ରୋଗୀ । କରୋନାରେ ଜଟିଳତାରେ ଚିକତ୍ସିତ ରୋଗୀଙ୍କୁ କୋଲକାତା,ହାଇଦ୍ରାବାଦ ଓ ଚେନ୍ନାଇ ନିଆଯଉଛି । ତେବେ ଓଡ଼ିଶାରେ ଇସିଏମଓ ଚିକତ୍ସା ଲାଗି ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରାକାର । ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ରାଜ୍ୟରେ

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉକ୍ତ କ୍ୟାବିନେଟରେ ୧୦ରୁ ଊର୍ଦ୍ଧ୍ବ ପ୍ରସ୍ତାବକୁ ଅନୁମୋଦନ ମିଳିବାର ରହିଛି। ଏଥିରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)

ଆଜି ୪୩ଜଣଙ୍କ ମୁଣ୍ଡନେଲା କରୋନା

ଭୁବନେଶ୍ୱର: ଦୈନିକ ସଂକ୍ରମଣ ହାର କମୁଥିବାବେଳେ କମୁନି ମୃତ୍ୟୁ ସଂଖ୍ୟା । ଆଜି ରାଜ୍ୟରେ ୪୩ଜଣଙ୍କ କରୋନାଜନିତ ମୃତ୍ୟୁ ହୋଇଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ହଜାର ୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୩୯୭ ଜଣ ପଜିଟିଭ ଓ ସ୍ଥାନୀୟ

ଏସଟିଏଫର ୨୭ ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର: ସଶକ୍ତ ହେବ ଏସଟିଏଫ୍ । ୨୭ ନୂଆ ପଦବୀ ଲାଗି ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଦବୀ । ନିଶା କାରବାର କରୁଥିବା ବ୍ୟବସାୟୀ ଦିଆଯାଇଛି ଚେତାବନୀ । ହୋଇଯାଅ ସାବଧାନ । ନହେଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ୨୭ଟି ନୂଆ ପଦବୀ ସୃଷ୍ଟି ଲାଗି ସରକାର ମଞ୍ଜୁରୀ ଦେଇଥିବା

ତଳମୁହାଁ କରୋନା ମିଟର, ଆଜି ୫୮୯୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭାଙ୍ଗଛି କରୋନାର ଚେନ୍ । ଆଜି ୬ହହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୮୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୬୪ଜଣ ପଜିଟିଭ

୧୫ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ କାଳ ବୈଶାଖୀ ଓ ବର୍ଷା ରହିଥିବା କାରଣରୁ ୧୫ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଦେଲା ପାଣିପାଗ ବିଭାଗ । ଏହି ୧୫ଟି ଜିଲ୍ଲା ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା ଜିଲ୍ଲାରେ ବର୍ଷା ଆଶଙ୍କା କରାଯାଇଛି ।