Odia News Portal
Browsing Tag

odisha

ଗାଈ ଜନ୍ମ ଦେଲା ଅଦ୍ଭୁତ ବାଛୁରୀ ଛୁଆ

ଭଦ୍ରକ: ମାଆର ମମତା ଅତୁଳନୀୟ । ମାଆର ଆଖି ଦେଖେନା କିଏ ଭଲ ଆଉ କିଏ ଖରାପ । ମଣିଷ ହେଉ ଅବା ପଶୁ ସମସ୍ତେ ନିଜ ନିଜ ପିଲାମାନଙ୍କ ପାଇଁ ଉଜାଡିଦିଅନ୍ତି ମମତା । ଏଭଳି ଏକ ହୃଦୟସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ସୁନ୍ଦରପୁରରେ । ଭଦ୍ରକ ଜିଲ୍ଲା ଚାନ୍ଦବାଲି

ଦିଲ୍ଲୀ ହିଂସା: ୩୦୦ରୁ ଅଧିକ ପୋଲିସ କର୍ମୀ ଆହତ

ନୂଆଦିଲ୍ଲୀ: ଦିଲ୍ଲୀ ହିଂସାରେ ୩୦୦ରୁ ଅଧିକ ପୋଲିସ କର୍ମୀ ଆହତ । ଏନେଇ ଆଜି ଦିଲ୍ଲୀ ପୁଲିସର ଜଣେ ଅଧିକାରୀ ସୂଚନା ପ୍ରଦାନ କରିଛନ୍ତି । ଏଥିସହ ଏହି ହିଂସାକାଣ୍ଡ ଘଟଣାରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୨ଟି ମାମଲା ରୁଜୁ କରିଛି ଦିଲ୍ଲୀ ପୋଲିସ । ଦିଲ୍ଲୀ ନିକଟରେ ଥିବା ପଞ୍ଜାବ ଓ ହରିୟାଣା

‘ପରୀକ୍ଷା ଦର୍ପଣ’ ପୁସ୍ତିକା ଉନ୍ମୋଚିତ

ଭୁବନେଶ୍ୱର: କମିଲା ମାଟ୍ରିକ ପରୀକ୍ଷାର୍ଥୀଙ୍କ ଚିନ୍ତା | କରୋନା କାଳରେ ବିଦ୍ୟାଳୟ ଯାଇ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପରୀକ୍ଷାର୍ଥୀଙ୍କ ପରୀକ୍ଷା ଚାପ କମାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବଡ଼ ପ୍ରୟାସ ।ଆଜି ମାଟ୍ରିକ ପରୀକ୍ଷାର୍ଥୀଙ୍କ ନିମନ୍ତେ ସହାୟକ ପୁସ୍ତିକା

ବାଙ୍କିରେ ବିଦେଶୀ ପକ୍ଷୀ ମଡ଼କ

କଟକ: ବାଙ୍କିରେ ପକ୍ଷୀ ମଡ଼କ । ବିଲରେ ମରି ପଡିଛନ୍ତି ବିଦେଶୀ ପକ୍ଷୀ ରୁଡ଼ି ଶେଲ ଡକ୍ । କିଛି ପକ୍ଷୀ ଜୀବନ ବିକଳରେ ଛଟପଟ ମଧ୍ୟ ହେଉଛନ୍ତି । ବାଙ୍କୀ ଗଡ଼ରେ ଦେଖିବାକୁ ମିଳିଛି ଏପରି ଘଟଣା। ଦେଶରେ ଅନେକ ସ୍ଥାନରେ ବାର୍ଡ ଫ୍ଲୁ ବ୍ୟାପି ଥିବା ସମୟରେ ଓଡିଶାରେ ବର୍ତ୍ତମାନ ବାର୍ଡ ଫ୍ଲୁ

ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ

ପୁରୀ: ଆଜି ସେବାୟତଙ୍କର ହେବ କରୋନା ଟେଷ୍ଟ। ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନେଇ ବିଭିନ୍ନ ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚିଠି ହୋଇଛି। ସକାଳ ୧୦ଟାରୁ କୋଭିଡ୍ ଟେଷ୍ଟ ଆରମ୍ଭ ହୋଇଛି । ଟିକାକରଣ ପାଇଁ ବ୍ୟାପକ

ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ୭୨ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଜାତୀୟ ଯୁଦ୍ଧ ସ୍ମାରକୀ’ରେ ପୁଷ୍ପମାଲ୍ୟ ଅର୍ପଣ କରି ସହିଦ ଯବାନମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଦେଶ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜପଥରେ ପହଞ୍ଚିବା ପରେ

ଗାଁ ଦାଣ୍ଡରେ ଖୁଲମଖୁଲ୍ଲା ଗୁଣ୍ଡାରାଜ

ବାଲେଶ୍ୱର: ଗାଁ ଦାଣ୍ଡରେ ଚାଲିଛି ଖୁଲମଖୁଲ୍ଲା ଗୁଣ୍ଡାରାଜ । ବାଇକରେ ଆସି ଗାଁ ଭିତରେ ଦୁଇ ଯୁବକ ଦେଖାଇଲେ ବନ୍ଧୁକ । ବାଲେଶ୍ୱର ସଦର ବ୍ଲକ କେଶରପୁର ଗାଁରେ ଘଟିଛି କିଛି ଏଭଳି କିଛି ଘଟଣା। ଗତ ୧୯ ତାରିଖ ଦିନ ବିଦ୍ୟୁତ୍ ସଂଯୋଗ ନେଇ କେଶପୁର ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

୨୬ରୁ ଆରମ୍ଭ ଆଦିବାସୀ ମେଳା

ଭୁବନେଶ୍ୱର: ଜାନୁଆରୀ ୨୬ରୁ ଆରମ୍ଭ ହେବ ଆଦିବାସୀ ମେଳା । ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ୨୬ରୁ ଆରମ୍ଭ ହୋଇ ଫେବୃଆରୀ ୯ ତାରିଖ ପର୍ଯ୍ୟନ୍ତ ଚାଲିବ ଆଦିବାସୀ ମେଳା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ୍‌ କରିବେ । ଦୈନିକ ପୂର୍ବାହ୍ନ ୧୧ ଟାରୁ ସଂଧ୍ୟା ୭ଟା ଯାଏ ଚାଲିବ ମେଳା ।