Odia News Portal
Browsing Tag

odisha

ଆଉ ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗତା ଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ

ଧରାପଡ଼ିଲା ଧଳାଜହର ରାକେଟ୍, ୪ ଗିରଫ

ଭଦ୍ରକ: ରାଜ୍ୟରେ ବେଧଡ଼କ ଚାଲିଛି ନିଶା କାରବାର । ଭଦ୍ରକରୁ ପୁଣି ୪ ବ୍ରାଉନସୁଗାର ବେପାରୀକୁ କାବୁ କରିଛି ପୋଲିସ। ଭଦ୍ରକ ସହରାଞ୍ଚଳ ଥାନା ଅଧିନ ବିଭିନ୍ନ ସ୍ଥାନରୁ ୬୧ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଛି । ବ୍ରାଉନସୁଗାର ସହ ୨୨ଟି ମୋବାଇଲ ଫୋନ୍ ଏବଂ ୩ଟି ବାଇକ୍ ମଧ୍ୟ‌ ଜବତ କରିଛି

୮ ଦିନରେ ଉଦ୍ଧାର ହେଲେଣି ୮୯୪

ଭୁବନେଶ୍ୱର: ରାଜ୍ୟରେ ଶିଶୁ ନିଖୋଜ ଘଟଣାକୁ ରୋକିବା ପାଇଁ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଡ୍ରାଇଭ୍ ସଫଳତା ମିଳିଛି ।ତେବେ ଏହି ସ୍ପେଶାଲ ଡ୍ରାଇଭ୍ ୧୮ ଜାନୁଆରୀରୁ ୨୫ ଜାନୁଆରୀ ପର୍ଯ୍ୟନ୍ତ ଚାଲିଥିଲା | ଯେଉଁଥିରେ ୮ ଦିନରେ ୮୯୪ ପିଲାଙ୍କୁ ଉଦ୍ଧାର କରାଯାଇଛି । ଏବଂ ସେଥିରେ ୯୪ ଜଣ ବାଳକ

ରହସ୍ୟ ଘେରରେ ଝରାଫୁଲଙ୍କ ମୃତ୍ୟୁ

ଯାଜପୁର: ରାସ୍ତା କଡ଼ରୁ ମିଳିଲା ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀଙ୍କ ମୃତଦେହ | ରାଜଧାନୀର ଛାତ୍ରୀଙ୍କୁ ହତ୍ୟାକରି ଯାଜପୁର ଜିଲ୍ଲାରେ ଫିଙ୍ଗିଲେ ଦୁଇ ଯୁବକ। ଆଜି ଏହିପରି ଏକ ଲୋମହର୍ଷକ ଘଟଣା ଯାଜପୁର ଜିଲ୍ଲାରୁ ଆସିଛି। ଯାହା ସିସିଟିଭିରେ କଏଦ ହୋଇଛି। ସିସିଟିଭି ଫୁଟେଜ୍‌ରେ ଦୁଇ

ପାଠକ ବାପ,ପୁଅଙ୍କୁ ମିଳିଲା ଜାମିନ୍

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ବାପ,ପୁଅ ଆଏଫ୍ଏସ୍ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକକୁ ମିଳିଲା ଜାମିନ | ଉଭୟ ବାପ,ପୁଅଙ୍କ ଜାମିନ ମଂଜୁର କରିଛନ୍ତି ଭିଜିଲାନ୍ସ କୋର୍ଟ | ୬୦ ଦିନ ମଧ୍ୟରେ ଚାର୍ଜସିଟ ଦାଖଲ ହୋଇନଥିବାରୁ ମିଳିଲା ଜାମିନ |୨ ଲକ୍ଷ ଟଙ୍କା ଓ ଦୁଇ ଜାମିନ୍ଦାରଙ୍କ ବଦଳରେ