ସହାୟତା ର ହାତ ଵଢାଇଲା ଭାରତ।
ଭାରତ ସହାୟତା ଭାବେ ଇରାନର ଚାବହାର ବନ୍ଦର ଦେଇ ଆଫଗାନିସ୍ତାନକୁ ୨୦,୦୦୦ ମେଟ୍ରିକ ଟନ୍ ଗହମ ପଠାଇବ। ମଙ୍ଗଳବାର ଇଣ୍ଡିଆ ସେଣ୍ଟ୍ରାଲ ଏସିଆନ କଣ୍ଟ୍ରିର ପ୍ରଥମ ବୈଠକରେ ଭାରତ ଏହି ଘୋଷଣା କରିଛି ଦିଲ୍ଲୀରେ ଅନୁଷ୍ଠିତ ଏହି ବୈଠକରେ ଭାରତ ସମେତ କାଜାଖସ୍ତାନ, ର୍କିଗିଜ ରିପବ୍ଲିକ,!-->…