ରହସ୍ୟ ଘେରରେ ଝରାଫୁଲଙ୍କ ମୃତ୍ୟୁ
ଯାଜପୁର: ରାସ୍ତା କଡ଼ରୁ ମିଳିଲା ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀଙ୍କ ମୃତଦେହ | ରାଜଧାନୀର ଛାତ୍ରୀଙ୍କୁ ହତ୍ୟାକରି ଯାଜପୁର ଜିଲ୍ଲାରେ ଫିଙ୍ଗିଲେ ଦୁଇ ଯୁବକ। ଆଜି ଏହିପରି ଏକ ଲୋମହର୍ଷକ ଘଟଣା ଯାଜପୁର ଜିଲ୍ଲାରୁ ଆସିଛି। ଯାହା ସିସିଟିଭିରେ କଏଦ ହୋଇଛି। ସିସିଟିଭି ଫୁଟେଜ୍ରେ ଦୁଇ!-->…
