Odia News Portal
Browsing Tag

odisha

ହତ୍ୟାକାରୀଙ୍କ ସମ୍ପର୍କରେ କଣ କହିଲେ ଆଇନ ମନ୍ତ୍ରୀ

ମାହାଙ୍ଗା: ମହାଙ୍ଗାରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଧାୟକ ତଥା ଆଇନ୍‌ମନ୍ତ୍ରୀ ପ୍ରତାପ ଜେନା । ସେ କହିଛନ୍ତି ଯେ, ମାହାଙ୍ଗାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଆମ ନାଁରେ ଏତଲା ହୋଇଛି, ତଦନ୍ତ ହେଲେ ସତ ଜଣାପଡ଼ିବ । ସେ ଆହୁରି ମଧ୍ୟ କହିଛନ୍ତି ଯେ,

ଲୋ ରିସ୍କ କୋଠା ପାଇଁ ଆବଶ୍ୟକ ନାହିଁ ଅନୁମତି

ଭୁବନେଶ୍ୱର: ଗୃହ ନିର୍ମାଣ ଅନୁମତି ପାଇଁ ଏବେ ଆଉ ଧାଇଁବାକୁ ପଡ଼ିବନି ବିଡିଏ କାର୍ଯ୍ୟାଳୟ । ନିଜ ଜମିର ଲେଆଉଟ୍ ଅନୁମତି ନେଇଥିବା ବ୍ୟକ୍ତି ସିଧା ଘର ନିର୍ମାଣ କରିପାରିବେ । ଲୋ ରିସ୍କ କୋଠା ପାଇଁ ଆଉ ବିଲଣ୍ଡିଂ ପ୍ଲାନ ମଂଜୁରୀର ଆବଶ୍ୟକତା ପଡିବ ନାହିଁ । ସର୍ବାଧିକ ୧୦ମିଟର ଉଚ୍ଚତା ଓ

ବାଲେଶ୍ୱର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ

ବାଲେଶ୍ୱର ଓ ମୟୁରଭଞ୍ଜରେ ଆଖପାଖ ଅଞ୍ଚଳରେ ମୃଦୁ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ମଧ୍ୟାହ୍ନ ୨.୧୦ ସମୟରେ ଅନୂଭୁତ ହୋଇଛି ଭୂକମ୍ପ । ଭୂକମ୍ପର କାରଣ ଜଣାପଡ଼ି ନାହିଁ। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ଭୂକମ୍ପ ଝଟକାରେ ଲୋକମାନେ ଘରୁ ବାହାରି ଆସିଥିବା ଦେଖିବାକୁ

ପ୍ରଥମ ସ୍ଥାନରେ ଓଡ଼ିଶା

ନୂଆଦିଲ୍ଲୀ() ଅର୍ବାନ ଗଭର୍ଣ୍ଣାନ୍ସ ଇଣ୍ଡେକ୍ସ-୨୦୨୦ରେ ଓଡ଼ିଶା ପ୍ରଥମ ସ୍ଥାନ ହାସଲ କରିଛି । ତେବେ ଓଡ଼ିଶା ୫୬.୮୬ ପଏଣ୍ଟ ହାସଲ କରିଥିବା ଜଣାଯାଇଛି । ଦ୍ୱିତୀୟରେ ମହାରାଷ୍ଟ୍ର ଓ ତୃତୀୟରେ ଛତିଶଗଡ଼ ରହିଛନ୍ତି । ଚତୁର୍ଥରେ କେରଳ ଓ ପଞ୍ଚମରେ ମଧ୍ୟପ୍ରଦେଶ ରହିଛନ୍ତି । ଶେଷ ୨ଟି ସ୍ଥାନରେ…

ଓଡିଶାକୁ ୨ଟି ଜାତୀୟ ପୁରସ୍କାର

ଭୁବନେଶ୍ୱର() ସ୍ୱଚ୍ଛତା ସର୍ବେକ୍ଷଣ ୨୦୨୦ର ଫଳାଫଳ ଆଜି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ପରୀକ୍ଷଣରେ ଦେଶରେ ୪ର୍ଥ ଥର ପାଇଁ ନମ୍ବର ୱାନ୍ ସ୍ଥାନ ଅଧିକାର କରିଛି ମଧ୍ୟପ୍ରଦେଶର ଇନ୍ଦୋର ସହର । ଏହା ସହ ଏହି ପରୀକ୍ଷଣରେ ଓଡିଶାକୁ ମଧ୍ୟ ୨ଟି ଜାତୀୟ ପୁରସ୍କାର ମିଳିଛି…

ଦିଲ୍ଲୀକୁ କାଟିଲା ଓଡ଼ିଶା

ନୂଆଦିଲ୍ଲୀ()  ଚିକିତ୍ସିତ କରୋନା ରୋଗୀଙ୍କ କ୍ଷେତ୍ରରେ ଦିଲ୍ଲୀକୁ ପଛରେ ପକାଇ ଦେଇଛି ଓଡ଼ିଶା  । ଦିଲ୍ଲୀ ତୁଳନାରେ ଏବେ ଓଡ଼ିଶାରେ ଅଧିକ ସକ୍ରିୟ କରୋନା ରୋଗୀ ରହିଛନ୍ତି  । ଦିଲ୍ଲୀରେ ୧୦୭୭୦ ଜଣ ରୋଗୀ ଚିକିତ୍ସିତ ହେଉଥିବାବେଳେ ଓଡ଼ିଶାରେ ଏହି ସଂଖ୍ୟା ରହିଛି ୧୧୨୩୫  ।…

ଶୀର୍ଷ ୩ ରାଜ୍ୟ ମଧ୍ୟରେ ଓଡ଼ିଶା

ଆମେରିକାର ଷ୍ଟାନଫୋର୍ଡ ବିଶ୍ବବିଦ୍ୟାଳୟର ଗବେଷକ ଏବଂ ସ୍ୱିଜରଲାଣ୍ଡର ‌ଏରୋ‌ସୋଲ୍ ଇଣ୍ଡଷ୍ଟ୍ରି ପକ୍ଷରୁ ହୋଇଥିବା ଅନୁଧ୍ୟାନରେ ଓଡ଼ିଶା ସଂପର୍କରେ ଏକ ଭଲ ତଥ୍ୟ ସାମ୍ନାକୁ ଆସିଛି। ସଂସ୍ଥା କହିଛି ଯେ କରୋନା ମହାମାରୀ ମୁକାବିଲା ଦିଗରେ ତଥ୍ୟ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥାଏ।…

ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ କରୋନା ଯୋଦ୍ଧାଙ୍କୁ ସମ୍ମାନ ଦେବାକୁ ଏକାଠି ହେଲେ ଓଡ଼ିଆ

ଭୁବନେଶ୍ବର() କରୋନା ଯୋଦ୍ଧାଙ୍କୁ ସମ୍ମାନ ଦେବାକୁ ଏକାଠି ହେଲେ ଓଡ଼ିଆ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ ପରେ ସଂଧ୍ୟା ସାଢ଼େ ୫ଟାରେ ଓଡ଼ିଶାର କୋଣଅନୂକୋଣରେ ଗୁଞ୍ଜରିତ ହେଲା ବନ୍ଦେ ଉକ୍ରଳ ଜନନୀ । ରାଜ୍ୟ ଭିତରେ ଓ ବାହାରେ ରହୁଥିବା ସବୁ ଓଡ଼ିଆ ଏକାଠି ହୋଇ ଆଦ୍ୟ ସଂଗୀତକୁ ଏକାଠି…

ଓଡିଶା ପାଇଁ ୫୦୦ କୋଟି

ଭୁବନେଶ୍ବର() ଓଡିଶା ପାଇଁ ୫୦୦ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଛି । ଏହି ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଆକାଶ ମାର୍ଗରୁ ଅମ୍ଫାନ କ୍ଷୟକ୍ଷତି ନେଇ ରାଜ୍ୟ ପରିଦର୍ଶନ କରିଥିଲେ ପ୍ରଧାନମନ୍ତ୍ରୀ । ବାତ୍ୟା ସ୍ଥିତି ନେଇ ସମୀକ୍ଷା ବୈଠକ ପରେ ସହାୟତା…