Odia News Portal
Browsing Tag

odisha

ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଉତ୍ସବମୁଖର ଗାଁଠୁ ସହର

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଉତ୍ସବମୁଖର ହୋଇଛି ଗାଁଠୁ ସହର । ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ପରେ ମଙ୍ଗଳ ଆଳତି, ସୂର‌୍ୟ୍ୟପୂଜା ଓ ଦ୍ବାରପାଳ

ମନୀଷ ସିସୋଦିଆ ଗିରଫ ମାମଲା, ୯ ବିରୋଧୀଦଳ ନେତାଙ୍କ ପରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଗିରଫକୁ ବିରୋଧ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି କେରଳ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ପ୍ରଧାନମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ କହିଛନ୍ତି କି କେନ୍ଦ୍ରୀୟ ଏଜେନ୍ସିର

ଚିନ୍ମୟୀ ମୃତ୍ୟୁ ମାମଲା: ଆସିଲା ଲାଏଡିଟେକ୍ସନ ରିପୋର୍ଟ

ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ମାମଲାର ରହସ୍ୟର ଗୁମର ଧିରେ ଧିରେ ଫିଟିବାରେ ଲାଗିଛି । ଚିନ୍ମୟୀଙ୍କ ଦୁଇ ପୁରୁଷ ବନ୍ଧୁଙ୍କ ଲାଏଡିଟେକ୍ସନ୍ ରିପୋର୍ଟ ପୋଲିସର ହସ୍ତଗତ । ଭୁବନେଶ୍ୱର ଏଫଏସଲରୁ ଲାଏ ଡିଟେକ୍ସନ୍ ରିପୋର୍ଟ ନେଲା ସମ୍ବଲପୁର ପୋଲିସ । ଲାଏ

ଜଙ୍ଗଲ ନିଆଁକୁ ରୋକିବେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ

ଜଙ୍ଗଲରେ ଲାଗିଛି ନିଆଁ, ବର୍ଷା ନହେଲେ ଆଗକୁ ଉପୁଜିବ ସାଂଘାତିକ ସ୍ଥିତି । ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବା ବେଳେ ଏହାକୁ ଆୟତ୍ତ ମଧ୍ୟ କରାଯାଉଛି । ଏପରିକି ଗତକାଲି ଗତକାଲି ୧୩୮୦ ପଏଣ୍ଟରେ ନିଆଁ ଲାଗିଥିଲା। ଯେଉଁଥିରୁ ପ୍ରାୟ ୯୩ ପ୍ରତିଶତ ନିଆଁକୁ ଆୟତ୍ତ କରାଯାଇଛି।ସେହିଭଳି

ନାବାଳିକା ଦୁଷ୍କର୍ମୀଙ୍କୁ ୨୦ ବର୍ଷ ଜେଲ

ଦୋଷୀ ସୁନୀଲ ସାପାଲକୁ ଦଣ୍ଡାଦେଶ କଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ୨୦୨୦ରେ ତୁମୁଡିବନ୍ଧ ଥାନା ଅଞ୍ଚଳ ଦୁଷ୍କର୍ମ ମାମଲାରେ ରାୟ । ପୀଡିତାଙ୍କୁ ୬ଲକ୍ଷ କ୍ଷତିପୂରଣ ଦେବାକୁ ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଧେଶ ।

ବିଜୟ ପଟ୍ଟନାୟକ କହିଲେ, ସରକାରୀ ଅର୍ଥ ବ୍ୟୟ କରି ରାଜନୀତି କରିବା ଠିକ୍ ନୁହେଁ

ସ୍ୱୟଂସହାୟକ ଗୋଷ୍ଠୀ ମହିଳାଙ୍କୁ ରାଜନୀତିରେ ବ୍ୟବହାର କରିବା ପ୍ରସଙ୍ଗରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ମିଶନ୍ ଶକ୍ତି ସଚିବ ସୁଜାତା ଆର୍ କାର୍ତିକେୟନ । କହିଛନ୍ତି, ଯଦି ମହିଳାମାନେ ରାଜନୀତିକୁ ଆସୁଛନ୍ତି ତାଙ୍କୁ ସମାଲୋଚନା କରାଯିବା ଠିକ୍ ନୁହେଁ । ଏହା ସେମାନଙ୍କ ଅଧିକାର ।

ମହିଳାଙ୍କୁ ଏସିଡ୍ ଆକ୍ରମଣ ଘଟଣାରେ ୪ ଗିରଫ

ଏସିଡ୍ ଆକ୍ରମଣ ଘଟଣାରେ ୪ ଗିରଫ । ଫେରାର ଅଭିଯୁକ୍ତଙ୍କୁ ବାନ୍ଧିଲା ଝାରସୁଗୁଡ଼ା ପୋଲିସ । ଗତ ୭ ତାରିଖ ଦିନ ଝାରସୁଗୁଡ଼ା ଜିଲ୍ଲା କିର୍ମିରା ବ୍ଲକ କାଦୋବାହାଲ ଜଙ୍ଗଲରେ ମୋହିନୀ ବାଗଙ୍କୁ ଏସିଡ ଆକ୍ରମଣ ହୋଇଥିଲା ।ଖବର ଅନୁଯାୟୀ, ଝାରସୁଗୁଡ଼ା ଜିଲ୍ଲା କିର୍ମିରା ବ୍ଲକର ଅର୍ଡା ସରକାରୀ

ଏସଏଚଜି ମା’ମାନଙ୍କୁ ମିଳିବ ଇ-ସ୍କୁଟି

୨୦୨୩-୨୪ ପାଇଁ ମିଶନ ଶକ୍ତି ବିଭାଗକୁ ୨୫୫୪ କୋଟିରୁ ଅଧିକ ଅର୍ଥ ବ୍ୟୟବରାଦ। ଗତବର୍ଷ ତୁଳନାରେ ୨୭ପ୍ରତିଶତ ଅଧିକ ଅର୍ଥ ବ୍ୟୟବରାଦ ଦିଆଯାଇଛି। ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ମିଶନ ଶକ୍ତି ମନ୍ତ୍ରୀ ଓ ସଚିବ। ବଜେଟରେ ୨ଟି ନୂଆ ଯୋଜନା ଅନ୍ତର୍ଭୁକ୍ତ କରାଯାଇଛି। ଏସଏଚଜି ମାଆମାନଙ୍କୁ

ଏଥର ବର୍ଷାରେ ଭିଜିବ ହୋଲି

ତାତି କମିବ ଓ ବର୍ଷାରେ ଭିଜିବ ହୋଲି। ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ମଙ୍ଗଳବାରଠାରୁ ରାଜ୍ୟର ଅଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା ମିଳିଛି। ଆସନ୍ତା ୭, ୮ ଏବଂ ୯ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର

ବାଣ ପ୍ରସ୍ତୁତି ବେଳେ ଭୟଙ୍କର ବିସ୍ଫାରଣ : ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଗୁରୁତର

ବାଣ ପ୍ରସ୍ତୁତି ବେଳେ ଭୟଙ୍କର ବିସ୍ଫାରଣ । ବିସ୍ଫୋରଣରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଅଛନ୍ତି । ଖୋର୍ଦ୍ଧା ଟାଙ୍ଗୀ ଥାନା ଭୁଷଣ୍ଡପୁର ଅଞ୍ଚଳରେ ଅଘଟଣ ଘଟିଛି । ତେବେ ଦୋଳ ଉତ୍ସବ ପାଇଁ ବାଣ ଭିଡା ଚାଲିଥିଲା । ସମସ୍ତ ଗୁରୁତରଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ