ଭିସୁଟ୍ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ଘଟଣା; ପ୍ରୀତିମାନଙ୍କ ହେବ ଲାଇଡିଟେକସନ୍ ଟେଷ୍ଟ
ଭିସୁଟ୍ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ଘଟଣାରେ ଅଟକ ଥିବା ପୁରୁଷ ବନ୍ଧୁ ପ୍ରୀତିମାନଙ୍କ ହେବ ଲାଇଡିଟେକସନ୍ ଟେଷ୍ଟ। ଏଥିସହିତ ମାନସ ଟୁଡୁଙ୍କର ମଧ୍ୟ ଲାଇଡିଟେକସନ୍ ଟେଷ୍ଟ କରାଯିବ। ଭୁବନେଶ୍ୱର ଫୋରେନ୍ସିକ ଲ୍ୟାବରେ ଆଜି ଏହି ଟେଷ୍ଟ ହେବ। ସମ୍ବଲପୁର ପୁଲିସର ଏକ ଟିମ୍ ୨ ଜଣଙ୍କୁ!-->…