ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ
ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ । କ୍ରୀଡା ପ୍ରୋତ୍ସାହନ କ୍ଷେତ୍ରରେ ଓଡ଼ିଶା କୁ ଶ୍ରେଷ୍ଠ ରାଜ୍ୟ ଭାବେ ଏହି ପୁରସ୍କାର ମିଳିଛି । ପ୍ରସିଦ୍ଧ କ୍ରୀଡା ପତ୍ରିକା ସ୍ପୋର୍ଟସ ଷ୍ଟାର ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି । ଆଜି ମୁମ୍ବାଇରେ ଆୟୋଜିତ ସ୍ପୋର୍ଟସ ଷ୍ଟାର ଆସେସ୍-୨୦୨୩!-->…
