ଖୁବଶିଘ୍ର ୪୦ହଜାର ଶିକ୍ଷକଙ୍କୁ ମିଳିବ ନିଯୁକ୍ତି:ସମୀର ରଞ୍ଜନ ଦାଶ
ଖୁବ୍ ଶୀଘ୍ର ପ୍ରାଥମିକ ସ୍କୁଲ ପାଇଁ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ପ୍ରକାଶ ସରିଛି। ସେହିପରି ହାଇ ସ୍କୁଲ ପାଇଁ ମଧ୍ୟ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ମଧ୍ୟ ବାହାରି ସାରିଛି। ମୋଟ ୪୦ ହଜାର ନିଯୁକ୍ତି ଶିକ୍ଷକ ନିଯୁକ୍ତି ନିମନ୍ତେ ସରକାର ପଦକ୍ଷେପ!-->…