ପରଲୋକରେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ
ଅକାଳରେ ଚାଲିଗଲେ ପିଣ୍ଟୁ ନନ୍ଦ। ଅଭିନୟର ବିଭିନ୍ନ ରଙ୍ଗ ପରଶି ଓଡ଼ିଆ ଦର୍ଶକଙ୍କ ମନମୋହୁଥିବା ଅଭିନେତା ପିଣ୍ଟୁ ନନ୍ଦଙ୍କ ଅଭିନୟ ଜୀବନ ରଙ୍ଗମଞ୍ଚରେ ସମାପ୍ତ ହୋଇଛି। ଜୀବନ ନାଟକରେ ଯବନିକା ପଡ଼ିଛି ତାଙ୍କ ଭୂମିକାର। କିଛି ମାସ ହେବ ଲିଭର ସିରୋସିସ୍ ଭଳି ଦୂରାରୋଗ୍ୟ ବ୍ୟାଧି ସହ ଲଢ଼ୁଥିବା!-->…
