ଆଜିଠୁ ଆରମ୍ଭ ହେଲା +୨ ପରୀକ୍ଷା
ଆଜିଠାରୁ ଯୁକ୍ତ ଦୁଇ ଥିଓରୀ ପରୀକ୍ଷା । ଆଜିଠାରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ମାର୍ଚ୍ଚ ୨ରୁ ଆରମ୍ଭ ହେବ ବାଣିଜ୍ୟ ଓ କଳା ପରୀକ୍ଷା । ଏଥର ୩ ଲକ୍ଷ ୫୬ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେବେ । ଦିନ ୧୦ଟାରୁ ଦିନ ୧ଟା ଯାଏ ଗୋଟିଏ ସିଟିଂରେ ପରୀକ୍ଷା!-->…
