ଦୁଇ ଦିନିଆ ଗସ୍ତରେ ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଆଜିଠୁ ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରୀଡ଼ାର ବିକାଶରେ ଓଡ଼ିଶାର ଅବଦାନ ପାଇଁ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାରେ ଦୁଇ ଦୁଇ ଥର ହକି ବିଶ୍ୱକପ୍ ଆୟୋଜନ କରି ପ୍ରଶଂସା!-->…