ଦେଶରେ ଅସୁରକ୍ଷିତ ମହାବଳ ବାଘ, ୫୦ ଦିନରେ ୩୦ ମୃତ୍ୟୁ
୫୦ ଦିନରେ ୩୦ ମହାବଳ ବାଘଙ୍କ ମୃତ୍ୟୁ ହୋଇଛି। ଅବିଶ୍ବସନୀୟ ଲାଗୁଥିଲେ ମଧ୍ୟ ଦେଶରେ ଏଭଳି ଘଟିଛି। ୨୦୨୩ ଜାନୁଆରି ପହିଲାରୁ ଫେବ୍ରୁଆରି ୧୯ ମଧ୍ୟରେ ଏତେ ସଂଖ୍ୟକ ମହାବଳଙ୍କର ମୃତ୍ୟୁ ହୋଇଥିବା କେନ୍ଦ୍ର ସରକାରଙ୍କ ଅଧୀନ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତୃପକ୍ଷ(ଏନ୍ଟିସିଏ) ତଥ୍ୟରୁ!-->…