ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ବାଲେଶ୍ବରରେ ଜଣେ ଗିରଫ
ପ୍ରତିରକ୍ଷା ତଥ୍ୟ ପୁଣି ଥରେ ପ୍ରଘଟ ହୋଇଛି। ହନିଟ୍ରାପ୍ର ଶିକାର ହୋଇ ପାକିସ୍ତାନକୁ ଗୁପ୍ତ ତଥ୍ୟ ଯୋଗାଇବା ଅଭିଯୋଗରେ ବାଲେଶ୍ବର ପୁଲିସ ଜଣଙ୍କୁ ଗିରଫ କରିଥିବା ଶୁକ୍ରବାର ସୂଚନା ଦେଇଛି। ଆଇଟିଆର ତଥ୍ୟ ଲିକ୍ ଅଭିଯୋଗରେ ବାଲେଶ୍ୱର ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ହୋଇଥିବା!-->…